-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ତୁଣ୍ଡଲା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ସୁପର 30+ ମହିଳା ମାନଙ୍କୁ ନେଇ ଏକ ଦକ୍ଷ ମହିଳା ସମ୍ମିଳନୀ ର ଉଦ୍ଘାଟନ କାର୍ଯ୍ୟ ର ଆୟୋଜନ କରାଯାଇଥିଲା, ।

30-Sep-2022



କଳାହାଣ୍ଡି (ସଂଜୀବ ଦାସ ଓ ତ୍ରିନାଥ ବେଶ୍ରା )
 କଳାହାଣ୍ଡି ନାଗରିକ ବିକାଶ ସଂଗଠନ ତରଫରୁ କେସିଙ୍ଗା ବ୍ଲକ ତୁଣ୍ଡୁଲା ଗ୍ରାମପଞ୍ଚାୟତର କଲ୍ୟାଣ ମଣ୍ଡପ ଠାରେ  ତିନୋଟି ପଂଚାୟତ ର ମହିଳା ମାନଙ୍କୁ ନେଇ ସୁପର ୩୦ କାର୍ଯ୍ୟ କ୍ରମରେ ଶୁଭାରମ୍ଭ କରାଯାଇଥିଲା। ଏହି ଶିବିର ଆୟୋଜନ କରାଯିବାର ମୁଖ୍ୟ ବିଷୟ ହେଉଛି, ମହିଳାମାନେ ନିଜେ କି ପରି ସ୍ଵଭlଳମ୍ୱି ହୋଇ, ସମାଜ ରେ ଘଟୁ ଥିବା  କୁସସ୍କାକାର କୁ ଦୂର କରିପାରିବେ ଏହି ବୈଠକ ମୂଲ ଲକ୍ଷ୍ୟ ଅଟେ l OSM /SMO ଓ ଆତ୍ମଶକ୍ତି ଟ୍ରଷ୍ଟର ମାଧ୍ୟମରେ ଲୋକସେବୀ ମହତ୍ ଉଦ୍ଦେଶ୍ୟକୁ ଅବଗତ କରାଇବା ଏବଂ  ମହିଳା ମାନଙ୍କୁ ସସକ୍ତ ହୋଇ ଅଭିଜ୍ଞତା ଉଲ୍ଲେଖ କରିବା। ମହିଳା ମାନେ ଆସନ୍ତା ସମୟରେ ଜଣେ ଜଣେ ସ୍ଵେଚ୍ଛାସେବୀହୋଇ 12 ଜଣ ସାଥୀଙ୍କୁ ଯୋଡି ବ୍ୟକ୍ତି ନିର୍ମାଣ ଏବଂ ସମାଜ ନିର୍ମାଣ ରାସ୍ତାରେ ଅଗ୍ରସର ହେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। 
ଏହି କାର୍ଯ କ୍ରମ ରେ ମୁକ୍ଷ୍ୟ ଅତିଥି ଭାବରେ EX- MLA-ଶ୍ରୀଯୁକ୍ତ ଧନେ ଶ୍ୱର ମାଝୀ , OSC ର କାର୍ଯ୍ୟକର୍ତ୍ତା ଓ ଅବସରପ୍ରାପ୍ତ IIC ଶ୍ରୀଯୁକ୍ତ ଧନେଶ୍ୱର ମୁଣ୍ଡ,ମମତା ଚନ୍ଦନ,ଶ୍ରିଗ୍ଧା ରାଣୀ ମହାନନ୍ଦ ସମେତ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ଶ୍ରୀଯୁକ୍ତ ଧନଞ୍ଜୟ ମାଝୀ, ରିତାଞ୍ଜଳି ବାଗ, ଟୁକୁ ସାହୁ, ଏବଂ ଆନନ୍ଦ ବାଗ , ସୁମତି ମାଝୀ  କାର୍ଯ୍ୟ କ୍ରମ ରେ ଯୋଗ ଦାନ କରି ଏହା ସମାଜ ପାଇ ଏକ ପ୍ରେରଣା ଦାୟକ ହୋଇ ପାରିବ ବୋଳି ମତ ପ୍ରକାଶ କରିଥିଲା l ଉକ୍ତ କାର୍ଯ୍ୟକ୍ରମକୁ କଳାହାଣ୍ଡି ଜିଲ୍ଲା ନାଗରିକ ବିକାଶ ସଂଗଠନ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକର୍ତ୍ତା ଶ୍ରୀମତି କଲ୍ୟାଣୀ ଦାସ ପ୍ରତି ପଂଚାୟତ ରୁ ଆସି ଥିବା ମହିଳା ମାନଙ୍କୁ ସୁନ୍ଦର ଭାବରେ ବୁଝେଇ ସୁପର ୩୦ ବିଷୟରେ  ଆଲୋଚନା କରିଥିଲେ lଏବଂ ଏହି କାର୍ଯ୍ୟ କ୍ରମ ରେ ଗୋଲାମୁଣ୍ଡା ବ୍ଲକ୍ ସଂଯୋଜକ ଶ୍ରୀଯୁକ୍ତ ଗୌରବ  ସୁନାନୀ ,ଧର୍ମଗଡ ବ୍ଲକ୍ ସଂଯୋଜକ ଜଗନ୍ନାଥ ଶଗଡ଼ିଆ ଓ କୋକସରା ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ ସମେତ ଜନସାଥୀ ଅନିଲ କୁମାର ନାଗ, ସିମନ୍ତିନି ବାରିକ, ଅହଲ୍ୟା ସାହୁ ଏହି କାର୍ଯ୍ୟ କ୍ରମ ରେ ଅଂଶଗ୍ରହଣ କରି ସକ୍ରିୟ ଭାବରେ ସାହାଯ୍ୟ ସହଯୋଗ କରିଥିଲେ,


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like