-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଶିଶୁ ଗୃହରେ ୨ ଅସହାୟ ଶିଶୁ୍

01-Oct-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ)  : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତ ର ଘଣ୍ଟରାସାହିରେ ରଞ୍ଜିତ ପଧାନ (୩୮)ଓ ତାଙ୍କର ଦୁଇ ଶିଶୁ ପୁତ୍ର (୧୨ ଓ ୫ ) ଅବହେଳିତ ଅବସ୍ଥାରେ ଥିବା ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା। ରଞ୍ଜିତ ଅଜଣା ରୋଗରେ ଆକ୍ରାନ୍ତ ଥିବା ବେଳେ ସ୍ତ୍ରୀ ଏକ ବର୍ଷରୁ ଅଧିକ ସମୟ ହେବ ଘର ଛାଡ଼ି କୁଆଡେ ଚାଲି ଯାଇଛନ୍ତି।  ଖବର ପ୍ରକାଶ ପାଇବାପରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର , ସରିତା ସୁନା, ଶିଶୁ ମଙ୍ଗଳ କମିଟିର ସଦସ୍ୟ ଦିଲ୍ଲୀପ ମୁଖୀ ପ୍ରମୁଖ ଗ୍ରାମକୁ ଯାଇ ‌ଅସହାୟ ଅବସ୍ଥାରେ ଥିବା ଶିଶୁଦ୍ବୟଙ୍କ ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଗ୍ରାମବାସୀ, ଅଙ୍ଗନୱାଡ଼ି କର୍ମୀ, ଏବଂ ସମ୍ପର୍କୀୟଙ୍କୁ ବୁଝାସୁଝା କରି ଶିଶୁ ମଙ୍ଗଳ କମିଟି ପକ୍ଷରୁ ୨ ଶିଶୁଙ୍କ ପାଠପଢ଼ା ଓ ଯତ୍ନ ନିଆଯିବା ନେଇ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ‌ସେମାନଙ୍କ ବାପା ରଞ୍ଜିତ ପଧାନଙ୍କ ବିୟୋଗ ଘଟିଥିଲା। ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର, ଚାଇଲ୍ଡ ଲାଇନ ସଦସ୍ୟ ସୁଦାମ ଗାଈଗରିଆ ଘଣ୍ଟରାସାହି ଗ୍ରାମକୁ ଶିଶୁଦ୍ବୟଙ୍କ ଉଦ୍ଧାର କରି ଶିଶୁ ଗୃହକୁ ପଠାଇ ଥିବା ଜଣାଯାଇଛି। ଏହି ଅବସରରେ ଖଣ୍ଡହତା ସରପଞ୍ଚ ଜୟଶ୍ରୀ ଦେହୁରୀ, ଅଙ୍ଗନୱାଡ଼ି କର୍ମୀ ସବିତା ପୂଜାରୀ, ୱାର୍ଡ ସଭ୍ୟ ରଜନୀ ପଧାନ, ବଡ ବାପା ବେଡା ପଧାନ,ମାମା ଦ୍ରୋପଦୀ ବିଶି, ସୀୟା ସଦସ୍ୟ ଦିଲ୍ଲୀପ ପଧାନ,‌ଗୋବିନ୍ଦ ପଧାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like