-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ମହମହ ସୁବାସିତ ବାସ୍ନାରେ ବିଜେପୁର ରେ ମାଁ ସମଲେଶ୍ୱରୀ ଙ୍କ କାତ୍ୟାୟନୀ ବେଶ

01-Oct-2022



ବରଗଡ:-ଆଜି ବରଗଡ ଜିଲ୍ଲା ବିଜେପୁର ଠାରେ ଥିବା ମାଁ ସମଲେଶ୍ୱରୀ ପୀଠରେ ମାଁ ସମଲେଶ୍ୱରୀ  ଆଶ୍ୱିନ ମାସ ଷଷ୍ଠୀଶନିବାର ଦିବସେ ମାଁ କାତ୍ୟାୟନୀ ରୂପେ ପୂଜା ପାଇଲେ । କର୍ତ୍ତା ଭାବରେ ଭକ୍ତ ବାଳକୃଷ୍ଣ ପାଢ଼ୀ ଏବଂ ତାଙ୍କ ସହଧର୍ମିଣୀ ଶ୍ରୀମତି ଚିନ୍ମୟୀ ପାଢ଼ୀ  ଯଥା-ରିତିନିତି ଅନୁଯାୟୀ ସକାଳ ୭ ଘଟିକା ରୁ କାତ୍ୟାୟନୀ ବେଶ ର ପୂଜାକାର୍ଯ୍ୟ ତୁଲାଇଥିବା ବେଳେ,ପୂଜାର୍ଚ୍ଚନା ମୁଖ୍ୟ ରାଜ ପୁରୋହିତ ଶ୍ରୀମାନ କିଶୋର

ଚନ୍ଦ୍ର ପୁଝାରୀଏବଂ ସହ ପୂଜକ ମଣ୍ଟୁ ସାବତ ଏବଂ ପ୍ରଦୀପ ପାଣିଗ୍ରାହୀ ଯଥା ରିତି-ନିତି ଅନୁଯାୟୀ ସପ୍ତ ସତିଚଣ୍ଡି ପାଠ ଓ ହବନ  ନିଷ୍ଠାପର ଭାବେ ସମ୍ପର୍ଣ୍ଣ କରିଥିଲେ ।ତୁଳସୀରାମ ଭୋଇ ଙ୍କ ତତ୍ୱାବଧାନ ରେ ଅଗଣିତ ଭକ୍ତ ଙ୍କ ସହଯୋଗ ସ୍ଥଳେ, ମାଁ ଙ୍କ ପାଖରେ ଆଜି ସଂଧ୍ୟା ସମୟରେ  ଆଳତୀ ଓ ପୁଷ୍ପାଞ୍ଜଳୀ ଅର୍ପଣ  କରାଯାଇଥିଲା ।ଧୂପଦିପ ଗୁଗୁଲ ର ସୁବାସିତ ବାସ୍ନା ରେ ସତେ ଯେମିତି ମାଁ ସମଲେଶ୍ୱରୀ କାତ୍ୟାୟନୀ ବେଶରେ ମର୍ତ୍ତ୍ୟ ରେ ବିରାଜମାନ କରିଛନ୍ତି ବୋଲି ମନେ ହେଲା ।ପ୍ରତିଦିନ ଭଳି ଆଜି ପ୍ରବଳ ଭକ୍ତ ଙ୍କ ଜନସମୁଦ୍ର ଦେଖାଦେବା ସହ ପ୍ରତ୍ୟକ ଦିନ ଭଳି ଉପସ୍ଥିତ ସମସ୍ତ ଭକ୍ତ ମାଁ ଙ୍କ ପ୍ରସାଦ ସେବନ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like