-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନବରାତ୍ର ଦୁର୍ଗାପୂଜା ପାଇଁ ବିଜେପୁର ଚଳଚଞ୍ଚଳ

01-Oct-2022



ବରଗଡ:-ଶାରଦୀୟ ନବ ଦିନାତ୍ମକ ଦୁର୍ଗାପୂଜା ପାଇଁ ବରଗଡ ଜିଲ୍ଲା ବିଜେପୁର ଚଳଚଞ୍ଚଳ ହୋଇ ଉଠିଛି ।ଆଲୁଅ ସାଜସଜ୍ଜ୍ୟା ରେ ରାସ୍ତା ର ଉଭୟ ପାର୍ଶ୍ୱ ଝଲସି ଯାଉଛି ।ବିଦ୍ୟୁତ ତୋରଣ ଆଖି ଝଲସାଇ ଦେଉଛି ।ଧୂପଦୀପ ଦହନା ର ମହମହ ବାସ୍ନାରେ ସ୍ଥାନୀୟ ବସଷ୍ଟାଣ୍ଡ ସ୍ଥିତ ପୂଜା ମଣ୍ଡପ ମହକି ଉଠୁଛି ।ପଞ୍ଚବାଦ୍ୟ ସମାହାରରେ ଗୁରୁଗମ୍ଭୀର ଭର୍ନୀ ପାର ରେ ଏକ ଅପୂର୍ବ ଭକ୍ତି ଭାବମୟ ପରିବେଶ ସୃଷ୍ଟି ହେଉଛି । ଶନିବାର ଷଷ୍ଠ ଦେବସେ କାତ୍ୟାୟନୀ ବେଶରେ ଦେବୀ ଙ୍କ ରିତିନିତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା ।ଜମିଦାର ସନତ କୁମାର ଗଡତୀୟା କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ,ପୁସ୍ତକାଚାର୍ଯ୍ୟ ସୁରେନ୍ଦ୍ର ମହାପାତ୍ର,ଚଣ୍ଡି ପାଠକ ଦେବରାଜ ରଥ ପୂଜାକାର୍ଯ୍ୟ ସମ୍ପାଦନ କରୁଛନ୍ତି ।ଦୁର୍ଗାପ୍ରସାଦ ମିଶ୍ର,ମାନସ ଦାଶ,ନେପାଳ ଗୁରୁ ପୂଜାକର୍ମ ରେ ସହଯୋଗ କରୁଛନ୍ତି ।ଇଂଜିନିୟର ମନୋଜ କୁମାର ପଣ୍ଡା,ସରୋଜ କୁମାର ସାହୁ,ରଜନୀକାନ୍ତ ଗଡତିଆ,ପାଣ୍ଡବ ପଧାନ,ପ୍ରେମାନନ୍ଦ ମହାପାତ୍ର,ଗୈାରାଙ୍ଗ ପଧାନ ପ୍ରମୁଖ ହବନ କର୍ମରେ ରହିଛନ୍ତି । ମାଁ ଙ୍କ ଏହି ବେଶ ଦର୍ଶନ ପାଇଁ ସହସ୍ରାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ ପରିଲକ୍ଷିତ ହୋଇଥିଲା ।ଶ୍ରଦ୍ଧାଳୁ ମାନଙ୍କ ମନୋରଞ୍ଜନ ପାଇଁ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ଶ୍ରୀକ୍ଷେତ୍ର ପୁରୀ ର ବିଶିଷ୍ଟ ପ୍ରବଚିକା ସରୋଜିନୀ ଦେବୀ ଯୋଗଦାନ କରି ସାଂସାରିକ ଜୀବନରେ ସ୍ୱର୍ଗୀୟ ସୁଖ କିପରି ପ୍ରାପ୍ତ କରିହେବ ସେ ବିଷୟ ରେ ପ୍ରବଚନ ପ୍ରଦାନ କରିଥିଲେ ।ଆସନ୍ତାକାଲି ରବିବାର ସଂଧ୍ୟାରୁ ପ୍ରସିଦ୍ଧ ମୁକ୍ତମଞ୍ଚ ରାମଲୀଳା ସହ ରାବଣ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।ଏଥିରେ ଧନୁଯାତ୍ରା ର ବିଶିଷ୍ଟ କଳାକାର ଗୋଲାପ ଚନ୍ଦ୍ର ଦାଶ ରାବଣ ଭୂମିକାରେ ଅବତୀର୍ଣ୍ଣ ହେବେ ବୋଲି ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like