-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ୱେବ ଚେନାଲର ପ୍ରତିଷ୍ଠା ଦିବସ ଓ ଗାନ୍ଧୀ ଶାସ୍ତ୍ରୀ ଜୟନ୍ତୀ ପାଳିତ : ସମ୍ବର୍ଦ୍ଧିତ ହେଲେ ବିଭିନ୍ନ ପ୍ରତିଭା

02-Oct-2022



 ବାଲାଙ୍ଗୀର(ପ୍ରେରଣା ଖବର) --ଗତକାଲି ସ୍ଥାନୀୟ ସରକାରୀ ଟାଉନ ବାଳିକା ଊଚ୍ଚ ବିଦ୍ୟାଳୟ ଠାରେ ପ୍ରେରଣା ନିୟୁଜ ପୋର୍ଟାଲ ଓ ୟୁଟୁବ ଚାନାଲର  ଦ୍ଵିତୀୟ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ପ୍ରେରଣା ର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନରେ ଆୟୋଯିତ ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ  ରାଜ୍ୟ ସଭା ସାଂସଦ  ନିରଞ୍ଜନ ବିଶି ଯୋଗ ଦେଇ ପ୍ରେରଣା

ଖବରକାଗଜ   ସବୁବର୍ଗର ଲୋକଙ୍କୁ  ସମ୍ମାନ ଦେଇ ପ୍ରେରଣା ଯୋଗାଇଛି ବୋଲି କହି  ଏହାର  ଉତ୍ତରୋତ୍ତର କାମନା କରିଥିଲେ l ସଭା ପ୍ରାରମ୍ଭରେ ଅତିଥି ମାନେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ସଭାକୁ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ରୂପେ ବାଲାଙ୍ଗୀର ଏକ୍ସନ କମିଟି ଆବାହକ ଗୋପାଳଜୀ ପାଣିଗ୍ରାହୀ ଯୋଗ ଦେଇ ଏହି ଉତ୍ସବ ଉପଲକ୍ଷେ  ଅନୁଷ୍ଠିତ  ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିବା ସହ ବିଭିନ୍ନ ଜ଼ିଲ୍ଲାର ସାମ୍ବାଦିକ ଓ  ପ୍ରେରଣା ଚେନାଲ ର ଉପସ୍ଥାପିକା  ସୁଶ୍ରୀକାନ୍ତି ପାଣିଗ୍ରାହୀ, ଓ ସୁଜାତା ମିଶ୍ର ଙ୍କୁ ସମ୍ବର୍ଦ୍ଧିତ  କରିଥିଲେ l  ମୁଖ୍ୟ ବକ୍ତା ଭାବେ  ବାଲାଙ୍ଗୀର ମହାବିଦ୍ୟାଳୟ ର ପ୍ରାଧ୍ୟାପକ ସଦାଶିବ ମଲ୍ଲିକ  ଯୋଗ ଦେଇ ୟୁଟୁବ ଚେନାଲ

କୁ  ସ୍ୱାଗତ କହିଥିଲେ  ହେଲେ ତାର ଅପବ୍ୟବହାର କୁ ଓ ଫେକ ନିୟୁଜକୁ ରୋକିବାକୁ ପରାମର୍ଶ କରିଥିଲେ l ୟୁ ଟ୍ୟୁବ ତଥା ପ୍ରେରଣା ନ୍ୟୁଜ ପୋର୍ଟାଲ ର ସାମ୍ବାଦିକ ମନୋଜ ଜୈନ, ମନୋରଞ୍ଜନ ତ୍ରିପାଠୀ, ସୁଜାତା ମିଶ୍ର, ସୁଶ୍ରୀକାନ୍ତି ପାଣିଗ୍ରାହୀ ଙ୍କ ସମେତ ବିସପ୍  ଜିତେନ୍ଦ୍ର ଛାତ୍ରୀଆ ଓ ସମ୍ପୂର୍ଣା ମାତୃଛାୟା ବୃଦ୍ଧାଶ୍ରମ ଙ୍କୁ ପ୍ରେରଣା ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା l ପୁରସ୍କାର ବିତରଣୀ ଉତ୍ସବକୁ କବି ରତ୍ନମୟ ତ୍ରିପାଠୀ ପରିଚାଳନା କରିଥିଲେ l ସଭାରେ ଶିକ୍ଷାବିତ୍ ମନୋରଞ୍ଜନ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ପ୍ରେରଣା ୟୁଟୁବ ଚେନାଲ ର ଉପସ୍ଥାପିକା ସୁଶ୍ରୀ ସୁଶ୍ରୀକାନ୍ତି ପାଣିଗ୍ରାହୀ ସଭା ମଞ୍ଚ ପରିଚାଳନା କରିଥିଲେ l ଶେଷରେ  ମନୋରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମକୁ ସଫଳ କରିବା ରେ ପ୍ରେରଣା ପରିବାରର ରବି ପସlୟତ, ମନୋଜ ଜୈନ, ଜେ ଏସ୍ ଏମ୍ କମର୍ସ କଲେଜ ର ନିର୍ଦେଶକ ସି ଏ ଶ୍ରୀକାନ୍ତ ଶର୍ମl, ଟାଉନ୍ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର, ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ମଳୟ ମିଶ୍ର,  ଲଷ୍ମୀ ନାରାୟଣ ପଟ୍ଟନାୟକ, ବିଷ୍ଣୁ ପ୍ରସାଦ କେଡ଼ିଆ, ବ୍ରଜ ବିହାରୀ ନାଗ, ବାବୁ ପୁଝାରୀ, ଶ୍ରୀମନ୍ତ ପଣ୍ଡା,ବିନୋଦ ଦୀପ, ଆଇନଜୀବୀ ଜୟରାମ ମିଶ୍ର, ଶୁଭ୍ରାଂଶୁ ଶେଖର ପଣ୍ଡା, ଚିତ୍ରଶିଳ୍ପୀ ସତ୍ୟ ସିଂହଦେଓ ସନ୍ତୋଷ କୁମାର ଠାକୁର, ଦେବାଶିଷ ବହିଦାର, lମାରୋହରେ ସହରର ବହୁ ବୁଦ୍ଧିଜୀବୀ ଓ ସାମ୍ବାଦିକ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like