-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳ ଆଗଲପୁର ବ୍ଲକ ତରଫରୁ ଜନସମ୍ପର୍କ ପଦଯାତ୍ରା ର ଶୁଭାରମ୍ଭ

03-Oct-2022



ଆଗଲପୁର, (ବିନୋଦ କୁମାର ଦୀପ)  ଅକ୍ଟୋବର ଦୁଇ ତାରିଖ ଦିନ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନଵୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଆଗଲପୁର ବ୍ଲକର

ରିନବଚନ ପଂଚାୟତ ଠାରେ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି, ପଦ ଯାତ୍ରା ରେ ରିନବଚନ ପଞ୍ଚାୟତ ର ୩ ଗୋଟି ଗ୍ରାମରେ ପଦଯାତ୍ରା ହୋଇଥିଲା, ପଦ ଯାତ୍ରା ପରେ ବ୍ଲକ ସଭାପତି ପଞ୍ଚୁ ପଧାନ ଙ୍କ ସଭାପତିତ୍ବ ରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା, ସଭା ଆରମ୍ଭ ପୂର୍ବରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ବିଜୁ ପଟ୍ଟନାୟକଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା, ଏହି ସଭାରେ ରାଜ୍ୟ ପରିଷଦ ସଦସ୍ୟ ନିହାର ରଂଜନ ବେହେରା ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିବା ବେଳେ, ମୁଖ୍ୟବକ୍ତା ହିସାବରେ ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ଯୋଗଦାନ କରିଥିଲେ, ଅନ୍ୟାନ୍ୟ ଅତିଥି ଭାବରେ ସ୍ଥାନୀୟ ସମିତି ସଭ୍ୟା ଅନିତା ଭୋଇ, ବକଟି ସମିତି ସଭ୍ୟ ଶ୍ରୀନିବାସ

ମଲ୍ଲିକ, ରୋଥ ସମିତି ସଭ୍ୟ କମଲ ସେଠ, ରାମପୁର ପାକ୍ସ ସଭାପତି ଉତ୍ତମ ଭୋଇ, ଯୁବ ସଭାପତି ନାରାୟଣ ସାହୁ ପ୍ରମୁଖ ଯୋଗଦାନ କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଜନସାଧାରଣଙ୍କୁ ବୁଝାଇଥିଲେ ଓ ବିଭିନ୍ନ ସମସ୍ୟା ଉପରେ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ,ଏହି ସଭାକୁ ବିକ୍ରମ ଦୋରା, ସୁଶାନ୍ତ ଦୋରା, ଜୟଦେବ ଦୋରା ଓ ଲୋଚନ ଦୋରା ଓ ପ୍ରଶାନ୍ତ ଭୋଇ ପ୍ରମୁଖ ସହାୟତା କରିଥିବା ବେଳେ, ଛାତ୍ର ସଭାପତି ଆନନ୍ଦ ଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like