-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁରିବ।ହାଳ ସାର୍ବଜନୀନ ଦୁର୍ଗା ପୂଜା କମିଟି ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ।

03-Oct-2022



ମୁରିବାହାଲ/ ମୁରିବ।ହାଳ ଶାରଦୀୟ ଦୁର୍ଗାପୂଜା ର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ର ଉଦଘାଟନୀ ଉତ୍ସବ ମହା ସମାରୋହ ରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟ କର୍ମ ରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ର ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ ସିଂ ସାଲୁଜା ଯୋଗ ଦେଇ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ କାର୍ଯ୍ୟ କର୍ମ କୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ରାଜ୍ୟ ଯୁବ ବି ଜେ ଡି ସାଧାରଣ ସମ୍ପାଦକ ତଥା ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଂଘ ର ସଭାପତି ଅଜିତ ଯୋଶୀ, ମୁରିବାହ।ଲ୍ ବିଦ୍ୟୁତ୍ ବିଭାଗର ସେକ୍ସନ ମହମ୍ମଦ ଜୁନେତ, ମୂଖ୍ୟ ବକ୍ତା ଭାବରେ ମୁରୀବ।ହାଲ୍ ଡିଗ୍ରୀ କଲେଜ ଓଡ଼ିଆ ବିଭାଗ ର ଅଧ୍ୟାପକ ଘନଶ୍ୟାମ ଖମାରୀ ଯୋଗଦେଇ ମାଁ ଙ୍କ ଆବିର୍ଭାବ ବିଷୟରେ ମତ ରଖିଥିଲେ। କମିଟି ର ସଭାପତି ଅଜିତ ତ୍ ରିଆ ସଭାପତି ଅଭିଭାଷଣ ରଖିଥିଲେ।  କାର୍ଯ୍ୟ କର୍ମ କୁ ଅଶୋକ ତରିଆ ସଂଯୋଜନା କରିଥିଲେ। ସ୍ବାଗତ ସମର୍ଦ୍ଧନା ଳିଲୁ ମୋହନ ପ ଧାନ କରିଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ୧୯୭୨ ମସିହାରେ ମାଁ ଦୁର୍ଗା ଙ୍କ ପୂଜା ଙ୍କୁ  ପ୍ରଥମ କରି ମୁରୀବ।ହାଲ୍ ରେ ଆରମ୍ଭ କରିଥିବା ବ୍ୟକ୍ତି ମାନଙ୍କୁ ପ୍ରାୟ ୭ ଜଣଙ୍କୁ କମିଟି ପକ୍ଷରୁ ମାନପତ୍ର ପ୍ରଦାନ ସହିତ ଉପଢୌକନ ଦେଇ ସମର୍ଧିତ୍ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଅଂଚଳର ବିଭିନ୍ନ ପ୍ରତିଭା ବାନ୍ ବ୍ୟକ୍ତି, ଯୁବ ପ୍ରତିଭା ମାନଙ୍କୁ ପ୍ରାୟ ୩୧ ଜଣଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଚଳିତ ବର୍ଷ କମିଟିର

ସଭାପତି ଅଜିତ ତରି ଆ,ଉପ ସଭାପତି ପ୍ରଫୁଲ୍ଲ କୁମାର ବଘ।ର, ଅର୍ଗା ନାଇ ଜ ସଭାପତି ଯଦୁ ପତି ଅଗସ୍ତି,ସାଧାରଣ ସମ୍ପାଦକ ପ୍ରଶାନ୍ତ ମହାର, ସମ୍ପାଦକ ଅବିନାଶ ଭୋଇ, ସମ୍ପାଦକ ପ୍ରକାଶ ବଘ।ର, କୋଷାଧ୍ୟକ୍ଷ ସଂଜୟ ବାଗ କାର୍ଯ୍ୟ ତୁଲାଉ ଥିବା ବେଳେ ଦୁର୍ଗା ପୂଜାର ପୂଜକ ଭାବେ କୁଞ୍ଜ ବିହାରୀ ଯୋଶୀ, ସ୍ଵସ୍ତିକ ଯୋଶୀ,ପୂଜା କର୍ତା ପୁରନ୍ଦର ତରିଆ, ଅଗସ୍ତି ବଘ।ର,ସେବାୟତ ପବିତ୍ର ଷ।ଣ୍ଢ, ରାଧାକାନ୍ତ ସାହୁ,ମନୁ ଦନ୍ତା, ନରେନ୍ଦ୍ର ପଶାୟତ କାର୍ଯ୍ୟ ନିର୍ବାହ କରୁଛନ୍ତି। ଏହି କାର୍ଯ୍ୟକ୍ରମ କୁ ସାର୍ବଜନୀନ ଦୁର୍ଗାପୂଜା କମିଟିର ସମସ୍ତ କର୍ମକର୍ତ୍ତା ସହିତ ସମସ୍ତ ସଦସ୍ୟ ସହଯୋଗ କରିଥିବା ବେଳେ ସୁଦାମ ବଘ।ର ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like