-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପ୍ରକାଶ୍ ସାଁସ୍କୃତିକ୍ ସଂସଦ୍ ରୌପ୍ୟ ଜୟନ୍ତୀ ପାଲନ୍ କରବାର୍ ଲାଗି ବୈଠକି: କବିତା ଅଷ୍ଟ ପହରୀ ରଚବା ଇତିହାସ୍

03-Oct-2022



ବରଗଡ:-ସାହିତ୍ୟ, ସାଂସ୍କୃତିକ। ଚେତ୍'ନା ଜାଗରୁତ କରବାରେ ମୁଖିଆ ଭୂମିକା ନେଇଛେ ବରଗଡ଼ ଜିଲାର୍ ବିଜେପୁର ବାହିର ପଡା ଗାଁର ପ୍ରକାଶ୍ ସାଂସ୍କୃତିକ୍ ସଂସଦ୍ । ଚଲତି ବଛର୍ ରୌପ୍ୟ ଜୟନ୍ତୀ ଉଚ୍ଛବ୍ ପାଲନ କରବାକେ ଯାଉଛେ। ଇ ଉଧେଁ 'ପଡା' ଗାଁଥି ସଂସଦର୍ ସଭାପତି ପ୍ରଦୀପ୍ ପଧାନକଁର୍ ଅଧ୍ଯକ୍ଷତାଥିଁ ସଭା ହେଇଥିଲା। ସଂସଦର ସଂପାଦକ୍ ଦିଲ୍ଲୀପ୍ କୁମାର ଦେବତା ଉଦ୍ଦେଶ୍ଯ ଜ୍ଞାପନ୍ କରବାର୍ ସାଗେଁ ରୌପ୍ୟ ଜୟନ୍ତୀ ଉଚ୍ଛବ୍ ବିଷେଥି ସୂଚନା ଦେଇ କହିଥିେଲ ଯେ, ଭାରତୀୟ ଭାଷା ସାହିତ୍ୟଥି  ମଞ୍ଚ୍ ନାଟକର୍ ପଛାପୋଛ୍ କବିତା ଦେଖନହାରୀକଁର୍ ମନ୍ ମୁହି ନେଉଛେ। ସାହିତ୍ୟର୍ ଭିନ୍ ଭିନ୍ ବିଭାଗକେ ଜୁରି କରି ୨୪ ଘଣ୍ଟିଆଁ କାର୍ଯ୍ୟକ୍ରମ୍ ହେଉଛେ। ହେଲେ ଏକ୍-ଧରସିଆ କବିତାକେ ନେଇ ନାମଯଜ୍ଞ ମିତାର୍ ଚୋବିଶ୍ ଘଣ୍ଟିଆ କାର୍ଯ୍ୟକ୍ରମ କରବାକେ ଠିକବନ୍ ହେଇଛେ। ଯେନଟାକି ଆମର୍ ପଶ୍ଚିମ୍ ଓଡିଶାର୍ ଭାଷା ସାହିତ୍ୟ ଲାଗି ଗୁଟେ ମାଇଲଖୁଟା ହେବା। ଇ କବିତାର୍ ନାମଯଜ୍ଞଥିଁ ଆମର୍ ପଶ୍ଚିମ୍ ଓଡିଶାର୍ ଭିନ୍ ଭିନ୍ ଇଲାକାର୍ କବି, କବୟିତ୍ରୀ ସାମିଲ୍ ହେବେ।  ଉଦଘାଟନୀ ଉଚ୍ଛବଥିଁ ରାଜ୍ୟ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ଆର୍ ଉଦଯାପନୀ ସମାରୋହଥିଁ

ବରଗଡ଼ ସାଂସଦ ସୁରେଶ ପୁଜାରୀ ଯୋଗଦାନ୍ କରବାକେ  ଜନେଇଛନ। ଆଏବା ଦଶରା ଚତୁରଦଶୀ ଶନିବାର ବେଲହଉବେଲି ୩ ବଜେ ନୁ ଦଶରା ପୁନି ରବିବାର ବେଲହଉବେଲି ୪ ବଜେତକ୍ ରୌପ୍ୟ ଜୟନ୍ତୀ ଉଚ୍ଛବ୍ ପାଲନ୍ କରାଯିବା ବଲିଁ ସଂପାଦକ୍ ଦିଲ୍ଲୀପ୍ କୁମାର୍ ଦେବତା କହିଛନ୍। ପଦ୍ମଶ୍ରୀ ହଳଧର୍ ନାଗ୍, ନାଟ୍ୟକାର୍ ମୋହନସିଂ, ରେଡିଏସନ୍ କଲେଜର୍ ଡାଇରେକ୍ଟର ଅଜିତ୍ କୁମାର୍ ମେହେର଼, କ୍ରାନ୍ତିକବି ହରିଲାଲ୍ ସାହୁ, କଲାକାର ଜିତେନ୍ଦ୍ରିୟ ମେହେର, ରାଜେଶ୍ବର୍ ବେହେରା, ମକରଧ୍ୱଜ ସାହୁ, ତୁଳସୀରାମ୍ ମେହେର୍ ଯୋଗଦେଇଥିଲେ। ଟିକେଲାଲ ପଧାନ ଶେଷକେ ଧନ୍ଯବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like