-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓମେନ ଫାର୍ମସ ସର୍ଭିସେସ ପ୍ରଡ୍ୟୁସର କମ୍ପାନୀ ର ପ୍ରଥମ ବାର୍ଷିକ ବ୍ଲକସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ

03-Oct-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଓମେନ ଫାର୍ମସ ସର୍ଭିସେସ ପ୍ରଡ୍ୟୁସର କମ୍ପାନୀ ଲି. ଦ୍ୱାରା ପ୍ରଥମ ବାର୍ଷିକ ବ୍ଲକ ସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ ବାଦିବାହାଲ ସ୍ଥିତ ବିଶାଳପାଳି ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି l ଏହି ଟୁର୍ନାମେଣ୍ଟଟି ଆକ୍ସେସ ଲାଇଭଲିହୁଡ ଫାଉଣ୍ଡେସନ ଓ ଇରି ସହାୟତାରେ ହୋଇଛି l ଏଥିରେ ବାଦିବାହାଲ ପଂଚାୟତ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀ ଓ ଲୋଇସିଂହା ପ୍ରଡ୍ୟୁସର କମ୍ପାନୀର ଉପାଧ୍ୟାକ୍ଷା ଶ୍ରୀମତୀ ଜୁଲି ପଧାନ ଯୋଗଦେଇ ଖେଳକୁ ଉଦଘାଟନ କରିବା ସହ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ l ଉକ୍ତ କାର୍ଯ୍ୟକ୍ରମକୁ ଲୋଇସିଂହା ପ୍ରଡ୍ୟୁସର କମ୍ପାନୀର କର୍ମଚାରୀ ଶ୍ରୀ

ସୁଶାନ୍ତ ବିଶ୍ୱାଳ ପରିଚାଳନା କରିଥିଲେ l କାର୍ଯ୍ୟକ୍ରମରେ ଆକ୍ସେସ ଲାଇଭଲିହୁଡ ଫାଉଣ୍ଡେସନର ପ୍ରକଳ୍ପ ମୁଖ୍ୟ ଶ୍ରୀ ବିଶ୍ୱରଂଜନ ପରିଡା, ମୋହସୀନ ଖାନ, ଓ ଅନ୍ୟାନ୍ୟ କର୍ମଚାରୀଙ୍କ ସହ ପ୍ରଡ୍ୟୁସର କମ୍ପାନୀର ନିର୍ଦେଶିକା ମାନ ଉପସ୍ଥିତ ଥିଲେ l ଏହି ଫୁଟବଲ ଟୁର୍ନାମେଣ୍ଟରେ ବ୍ଲକର ୮ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଖେଳ ଶେଷରେ ସରଗାଡ଼ ଦଳ ଟ୍ରାଏ ବେକରରେ  ବିଜୟୀ ହୋଇଥିବା ବେଳେ ରନର୍ସ ଅପ ହୋଇଥିଲେ ସଳତର ପାଳି ଦଳ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like