-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ବିଜେପୁର ରେ ମାଁ ସମଲେଶ୍ୱରୀ ଙ୍କ ମହାଗୈାରୀ ବେଶ

03-Oct-2022



ବରଗଡ:-ଆଜି ବରଗଡ ଜିଲ୍ଲା ବିଜେପୁର ଠାରେ ଥିବା ମାଁ ସମଲେଶ୍ୱରୀ ପୀଠରେ ମାଁ ସମଲେଶ୍ୱରୀ  ଆଶ୍ୱିନ ମାସ ମହାଅଷ୍ଟମୀ ଏବଂ ମହା ନବମୀ ତିଥିରେ ସୋମବାର ଦିବସେ ମାଁ ହରଗୈାରୀ ବେଶରେ ସନ୍ଧିପୂଜା ଅନୁଷ୍ଠିତ ହୋଇଥିଲା । କର୍ତ୍ତା ଭାବରେ ଭକ୍ତ ତରଣୀସେନ ସାହୁ ଏବଂ ତାଙ୍କ ସହଧର୍ମିଣୀ ଶ୍ରୀମତି କମଳା ସାହୁ  ଯଥା-ରିତିନିତି ଅନୁଯାୟୀ ସକାଳ ୭ ଘଟିକା ରୁ ମହାଗୈାରୀ ବେଶ ର ପୂଜାକାର୍ଯ୍ୟ ତୁଲାଇଥିବା ବେଳେ,ପୂଜାର୍ଚ୍ଚନା ମୁଖ୍ୟ ରାଜ ପୁରୋହିତ ଶ୍ରୀମାନ କିଶୋର ଚନ୍ଦ୍ର ପୁଝାରୀ ଏବଂ ସହ-ପୂଜକ ମଣ୍ଟୁ ସାବତ ଏବଂ ପ୍ରଦୀପ ପାଣିଗ୍ରାହୀ ଯଥା ରିତି-ନିତି ଅନୁଯାୟୀ ସପ୍ତ ସତିଚଣ୍ଡି ପାଠ ଓ ହବନ  ନିଷ୍ଠାପର ଭାବେ ସମ୍ପର୍ଣ୍ଣ କରିଥିଲେ ।ଶ୍ରୀମାନ ତୁଳସୀରାମ ଭୋଇ ଙ୍କ ତତ୍ୱାବଧାନ ଯୁବଗୋଷ୍ଠି ସର୍ବଶ୍ରୀ:-ଧୀରେନ୍ଦ୍ର କୁମାର ସାହୁ,ସିଦ୍ଦାର୍ଥ ଶଙ୍କର ସାହୁ,ବାମନ ଚିରଗୁଣ ,ସର୍ଜନ ଚିରଗୁଣ ,ବାଳକୃଷ୍ଣ ପାଢି,ପ୍ରହଲ୍ଲାଦ ଭୋଇ ପ୍ରମୁଖ ଅଗଣିତ ଭକ୍ତ ଙ୍କ ସହଯୋଗ ସ୍ଥଳେ, ମାଁ ଙ୍କ ପାଖରେ ଆଜି ସଂଧ୍ୟା ସମୟରେ  ଆଳତୀ ଓ ପୁଷ୍ପାଞ୍ଜଳୀ ଅର୍ପଣ  କରାଯାଇଥିଲା ।ଧୂପଦିପ ଗୁଗୁଲ ର ସୁବାସିତ ବାସ୍ନା ରେ ସତେ ଯେମିତି ମାଁ ସମଲେଶ୍ୱରୀ ମହା ଗୈାରୀ ବେଶରେ ମର୍ତ୍ତ୍ୟ ରେ ବିରାଜମାନ କରିଛନ୍ତି ବୋଲି ମନେ ହେଉଥିଲା ।ପ୍ରତିଦିନ ଭଳି ଗତକାଲି ମଧ୍ୟ ପ୍ରବଳ ଭକ୍ତ ଙ୍କ ଜନସମୁଦ୍ର ଦେଖାଦେବା ସହ ପ୍ରତ୍ୟକ ଦିନ ଭଳି ଉପସ୍ଥିତ ସମସ୍ତ ଭକ୍ତ ମାଁ ଙ୍କ ପ୍ରସାଦ ସେବନ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like