-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||     

HOME   ରାଜ୍ୟ

ପରଲୋକରେ ପଦ୍ମପୁର ବିଧାୟକ, ପଦ୍ମପୁର ଅ଼ଞ୍ଚଳରେ ଶୋକର ଛାୟା

03-Oct-2022



ପଦ୍ମପୁର, : ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଗତ ରବିବାର ରାତିରେ ଭୁବନେଶ୍ଵର ସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥା ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ (୬୪) ବର୍ଷ ବୟସ ହେଉଥିଲା । ସେ ଦୀର୍ଘ ଦୀନ ଧରି ଅସୁସ୍ଥ ଥିଲେ । ବିଧାୟକ ଶ୍ରୀ ବରିହା ପଦ୍ମପୁର ୫ ଥର ବିଜୟ ଲାଭ କରି ବିଧାୟକ ହୋଇଥିଲେ । ସେ ଆଦିବାସୀ ଓ ହରିଜନ କଲ୍ୟାଣ ବିଭାଗ କ୍ୟାବିନେଟ ମନ୍ତ୍ରୀ ଭାବେ ରହିଥିବା ବେଳେ ବରଗଡ଼ ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ଭାବେରେ ରହି ସୁଚାରୁରୂପେ କାର୍ଯ୍ୟ ନିର୍ବାହ କରୁଥିଲେ । ପଦ୍ମପୁର ତଥା ବରଗଡ଼ ଜିଲ୍ଲାରେ ଟାଣୁଆ ନେତା ତଥା ବିଜୟ ବାବୁ ନାମରେ ବେଶ୍ ପରିଚିତ ଥିଲେ । ତାଙ୍କର ପରଲୋକ ପ୍ରଚାରିତ ହେବା ପରେ ଅକାଳ ବିୟୋଗରେ ପଦ୍ମପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କର ପଛରେ ଧର୍ମପତ୍ନୀ, ଏକ ମାତ୍ର ପୁଅ ଭୋଜରାଜ ସିଂ ବରିହା, ଦୁଇ ଝିଅ, ଜ୍ୱାଇଁ, ପରିବାର ଲୋକେ ଉପସ୍ଥିତ ଥିଲେ । 
ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026

You Might Also Like