-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି କୋସଲ ସାମ୍ବାଦିକ ସଂଘର ଲଗୋ ଉନ୍ମୋଚିତ

03-Oct-2022



ଡୁଙ୍ଗୁରିପାଲି-ସୁବର୍ଣ୍ଣପୁର ଜିଲ୍ଲା  ଡୁଙ୍ଗୁରିପାଲିରେ ଆଜି କୋସଲ ସାମ୍ବାଦିକ ସଂଘର ଲଗୋ ଉନ୍ମୋଚିତ ହୋଇଯାଇଛି ।  କୋସଲାଞ୍ଚଳର ସଂସ୍କୃତି, ପର୍ବପର୍ବାଣି, ଚଳଣୀ, ଲୋକକଥା ତଥା ଏହି ଅଂଚଳର ଐତିହ ଓ ଇତିହାସ, କୋସଲାଞ୍ଚଳର ସାମ୍ବାଦିକମାନେ  ଅଲଗ କୋସଲ ପାଇଁ ଲେଖନୀ ଚଳାଇବା ଏହି ସଂଘର ଉଦ୍ଦେଶ୍ୟ । ଆଜି ସଂଘର ଲଗୋ ଉଦ୍ଘାଟନ ଅବସରରେ  ସଂଘର ସଭାପତି ବିପ୍ରଚରଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡୁଙ୍ଗୁରିପାଲି ସରପଞ୍ଚ ଚିତ୍ତରଞ୍ଜନ ମିଶ୍ର, ସମ୍ମାନିତ ଅତିଥି ଭାବେ ବଣିକ ସଂଘ ସଭାପତି ପ୍ରଦୀ ମିଶ୍ର, ସମାଜ ପାଠକ ମଞ୍ଚର ସଭାପତି ତଥା ପୂର୍ବତନ ସାମ୍ବାଦିକ ବିଜୟା ନନ୍ଦ ମିଶ୍ର ଯୋଗ ଦେଇଥିଲେ ।  ସ୍ଥାନୀୟ  ‘ସମାଜ’ଖବର କାଗଜର ପ୍ରତିନିଧି ରତ୍ନାକର ସେଠ ଅତିଥି ପରିଚୟ, ସ୍ୱାଗତ ଭାଷଣ ସହିତ କୋସଲାଞ୍ଚଳର ଜଣେ କାର୍ଯ୍ୟରତ ସାମ୍ବାଦିକ ଏହାର ସଭ୍ୟ ହୋଇ ପାରିବେ ବୋଲି  ପ୍ରକାଶ କରିଥିଲେ । ସଂପାଦକ ମୁକେଶ କୁମାର ଭୋଇ ସଂଘର ବୀବରଣୀ ପାଠ କରିଥିଲେ । ଖୁବ୍ କମ୍ ଦିନରେ ଏହି ସଂଘ ଆରମ୍ଭ ହୋଇ ଏହାର ପଞ୍ଜିକରଣ ମଧ୍ୟ ହୋଇଥିବା ସଂପାଦକ  ପ୍ରକାଶ କରିଥିଲେ ।  ଅଲଗ କୋସଲ ରାଏଜ, ଏହି ଅଂଚଳର ବିଭିନ୍ନ ସମସ୍ୟା ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେଇ ଖବର ଗୁଡିକ ମୂଖ୍ୟ ପୃଷ୍ଠା ଯେପରି ମଣ୍ଡନ କରିବ ସେ ଉପରେ  ଅତିଥିମାନେ ମତ ବ୍ୟକ୍ତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ  ଏହି ଅଂଚଳର ବିଭିନ୍ନ ସଂଗଠନର ସଭାପତି, ସଂପାଦକମାନଙ୍କ ମଧ୍ୟରେ ଏସସି କଲ୍ୟାଣ ସଂଘର ସଭାପତି ସୁରୁବାବୁ ନନ୍ଦ, ଡ୍ରଗିଷ୍ଟ ସଂଘ ପକ୍ଷରୁ ରବିନ୍ଦ୍ର ସାହୁ, ସାହିତ୍ୟ ଓ ସାଂସ୍କୃତିକ ସଂସଦର ସଂପାଦକ ଅମୁଲ୍ୟ ବେହେରା, ସମ୍ବାଦ ସାହିତ୍ୟ ଘରର ସଭାପତି ଗୋପାଳ ବାରିକ, ସେବା ଅନୁଷ୍ଠାନର ପ୍ରତିଷ୍ଠାତା ବିଭୁଦତ୍ତ ବିଶ୍ୱାଳ, କୋସଲ ପ୍ରେମୀ ନିତାଇ ପାଳ, ଲାୟନ୍ସ କ୍ଲବର ସଭାପତି ଦୁର୍ବାସା ବେହେରା, ଓକିଲ ସଂଘର ସଭାପତି ସୁବାଷ ଚନ୍ଦ୍ର ଭୋଇ, ଟ୍ରାକ୍ଟର ମାଲିକ ସଂଘର ନକୁଲ ସ୍ୱାଇଁ ଓ ହରିହର ଦାସ, ଡ୍ରାଇଭର ସଂଘର ପ୍ରମୋଦ ସାହୁ, କୋସଲ ସେନାର ସଭାପତି ସରୋଜ ପଧାନ,ମାରୱାଡି ଯୁବାମଞ୍ଚର ସଭାପତି ରାକେଶ ଅଗ୍ରୱାଲ, ସଂପାଦକ ମହେଶ ଅଗ୍ରୱାଲ, ଜୟଦେବ ମହାକୁର,ଅମୁଲ୍ୟ ପଣ୍ଡା ପ୍ରମୁଖ ସଂଘକୁ ମଜବୁତ କରି ଏହାର ଉତ୍ତରୋତ୍ତର କାମନା କରିଥିଲେ । ଏହି ଅବସରରେ ଅତିଥିମାନେ ଗାନ୍ଧି ଏବଂ ନେହେରୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।  କୋସଲ ସାମ୍ବାଦିକ ସଂଘର ଅରବିନ୍ଦ ମିଶ୍ର, ତୁଲସୀ ପ୍ରସାଦ ଦାଶ, ଦେବରାଜ ବେହେରା, କମଲ ମେହେର, ମହନ ମେହେର, ଘନଶ୍ୟାମ ମେହେର, ଲକ୍ଷ୍ମଣ ନାଏକ, ବିରାଜ ନନ୍ଦ ପାଢୀ, ପ୍ରେମାଲାଲ ସେଠ, ଶେଷରେ ସାମ୍ବାଦିକ ସାଗର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like