-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜବରଦଖଲ ଥିବା ସମତା ଭବନକୁ ହସ୍ତାନ୍ତର କରିବାକୁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

04-Oct-2022



ନୂଆପଡା, (ପ୍ରେରଣା ଖବର) ନୂଆପଡା ଜିଲ୍ଲା ଅନ୍ତର୍ଗତ ରାଜାଖରିଆରେ ଥିବା ସମତା ଭବନ ନାମରେ ଜମିକୁ ରମେଶ ଜୈନ ଜବରଦଖଲ କରିଥିବାରୁ ଉକ୍ତ ଜମିକୁ ଜବରଦଖଲ ମୁକ୍ତକରି ସମାଜକୁ ଦେବାକୁ ଅଙ୍ଗୁର ଜୈନ ନୂଆପଡା ଜିଲ୍ଲାପାଳଙ୍କ  ଠାରେ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି।ସମତା ଭବନ ନିର୍ମାଣ କରିବା ପାଇଁ ଅଶୋକ ଜୈନ ପ୍ରାୟ ୮.୫ ଡିସିମିଲ ଜାଗା ପ୍ରଦାନ କରିବା ସହ ୧୩ଡିସମିଲ ରାସ୍ତା ପାଇଁ ପ୍ରଦାନ କରିଥିଲେ।  କିନ୍ତୁ ଏବେ ଉକ୍ତ ଭବନ ନିର୍ମାଣ ପାଇଁ ପ୍ରଦାନ କରିଯାଇଥିବା ଜାଗାକୁ ପ୍ରାୟ ୧୨ବର୍ଷ ହେଲାଣି ନିଜ ଅକ୍ତିୟାରରେ ରମେଶ ଜୈନ ରଖିଛନ୍ତି।  ଏଣୁ ଉକ୍ତ ଜମିକୁ ସମତା ଭବନ ନିର୍ମାଣ ପାଇଁ ଜୈନ ସମାଜକୁ ଦେବା ପାଇଁ ଅଙ୍କୁର ଜୈନ ଜିଲ୍ଲାପାଳଙ୍କୁ ନିବେଦନ କରିଛନ୍ତି। ଏନେଇ ରମେଶ ଜୈନଙ୍କୁ ପଚାରିବାରୁ ସେ କୌଣସି ମତାମତ ଦେବାକୁ ମନା କରିଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like