-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଭାଇ ଜୀଉନ୍ତିଆ ପୂଜା କମିଟି ପକ୍ଷରୁ ସମ୍ବର୍ଦ୍ଧନା ସଭା.....

04-Oct-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ହସ୍ପିଟାଲ ପଡିଆ ଠାରେ ଭାଇ ଜୀଉନ୍ତିଆ ପୂଜା କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଏଥିରେ ପୂଜା କମିଟି ସଭାପତି ସୁରେନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ସମ୍ମାନିତ ଅତିଥି ଭାବେ ବିଜେଡି ନେତା ଜାକିର ହୁସେନ,ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସରପଞ୍ଚ  ସ୍ୱର୍ଣ୍ଣ ଲତା ସାହୁ,ପୂଜା କମିଟି ର ସମ୍ପାଦକ ଶେଷ ଦେବ ସାହୁ ପ୍ରମୁଖ ଯୋଗ ଦେଇ ଭାଇ ଭଉଣୀ ର ପବିତ୍ର ସମ୍ପର୍କ ତଥା ଭଉଣୀ ପ୍ରତି ଭାଇ ର ଦାୟିତ୍ୱ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ସ୍ଥାନୀୟ ବରିଷ୍ଠ ନାଗରିକ ପ୍ରସାଦି ସାହୁ,ଭଗବାନ ସାହୁ,କୌଶିକ ସାହୁ,ରାମେଶ୍ୱର ସାହୁ,ଓ ରାଧାକାନ୍ତ ସାହୁ ,ମାନଧାତା ସାହୁ ଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।ସଭା କାର୍ଯ୍ୟକ୍ରମ ରେ ସାମ୍ବାଦିକ ପ୍ରଦୀପ କୁମାର ସାହୁ ସଂଯୋଜାନ କରିଥିବା ବେଳେ ପୂଜା କମିଟି ର ଦୀନବନ୍ଧୁ ସାହୁ,ମିତ୍ର ଭାନୁ ସାହୁ,ରାମ ଗୋପାଳ ସାହୁ,ରଶ୍ମିକାନ୍ତସାହୁ,ଘନ ଶ୍ୟାମ ସାହୁ,ମହେନ୍ଦ୍ର ସାହୁ,ଅମ୍ବିଲାଲ ସାହୁ,ପୂର୍ଣ୍ଣ ଚନ୍ଦ୍ର ସାହୁ,ବିନୋଦ ସାହୁ,ହିରୋଜ ସାହୁ,ବନ ସାହୁ,ମୋତିଲାଲ ସାହୁ,ଅକ୍ଷୟ ସାହୁ,ପ୍ରସନ୍ନ କୁମାର ସାହୁ, ଲାଉ ଚନ୍ଦ୍ର ସାହୁ, ରଘୁ ରାଜ ସାହୁ,ବିପିନ ସାହୁ,ଦୁର୍ବାଦଲ ସାହୁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like