-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ହାଇ ଭୋଲ୍ଟେଜ୍ ସାଉଣ୍ଡ ବାଇକ୍ ସହରରେ ଘୁରି ବୁଲୁଛି

04-Oct-2022



ବଲାଙ୍ଗୀର(ପ୍ରେରଣା ଖବର) :- ଦଶହରା ଭିଡ଼ ସହରରେ ଜମିଛି ।ଲୋକେ ନିଜର ପରିବାରକୁ ନେଇ ସହର ଭିତରେ ନିର୍ମାଣ ହୋଇଥିବା ମେଢ଼ ମାନଙ୍କୁ ଦର୍ଶନ କରି ଆନନ୍ଦ ଉପଭୋଗ କରୁଛନ୍ତି ।ସହରରେ ଚୋର ଆତଙ୍କ ଖେଳାଇ ଥିବା ବେଳେ ଲୋକେ ଭୟରେ ଅଛନ୍ତି । କିଛିଦିନ ହେଲା ସହର ଭିତରେ ହାଇ ଭୋଲ୍ଟାଜ୍ ସାଉଣ୍ଡ ବାଇକ୍ ଭୀଷଣ ଗର୍ଜନ କରି ଘୁରି ବୁଲୁଛି । ବାଇକ୍ ର ଭୀଷଣ ଗର୍ଜନରେ ଲୋକେ ଆତଙ୍କିତ ଥିବା ଦେଖିବାକୁ ମିଳୁଛି।ବାଇକ୍ ଭୀଷଣ ଗର୍ଜନ ସହ ଭିଡ଼ ଭିତରେ ତୀବ୍ର ବେଗର ଯାଉଥିବାରୁ ଘଟଣା ଦୁର୍ଘଟଣା କୁ ଏଡାଇ ଦିଆଯାନପାରେ ।ବାଇକ୍ ସାଉଣ୍ଡ ,ସତେ ଯେମିତି ଏକ ହେଲିକପ୍ଟର ତଳକୁ ଖସିଗଲା କି ବୋଲି ଅନୁମାନ ହେଉଥିବା ଲୋକଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି । ଉଚ୍ଚ ରକ୍ତ ଚାପ ବ୍ୟକ୍ତି ମାନେ ଏହି ଭୀଷଣ ବାଇକ୍ ଶବ୍ଦ ରେ ଆତଙ୍କିତ ହୋଇ ମାନସିକ ଅବସ୍ଥା ଦୋହଲି ପଡ଼ୁଥିବା ଉଲ୍ଲେଖ କରିଛନ୍ତି । ସବୁଠାରୁ ବଡ କଥା ହେଲା, ଗତକାଲି ସନ୍ଧ୍ୟାରେ ପୋଲିସ ମୁତୟନ ଥାଇ ବି ଏହି ବାଇକ୍ ଚାଳକ ମାନେ ହାଇସ୍ପିଡ ରେ ବେଧଡ଼କ  ଗାଡି ଚଳାଉଥିବା ଦେଖିବାକୁ ମିଳିଥିଲା l ପୋଲିସ  ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଲେ ଅପ୍ରିତୀକର ଘଟଣା କୁ ଏଡାଇ ଦିଆଯାଇ ପାରିବ ବୋଲି ଜନମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like