-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ର ଐତିହାସୀକ ମହା ନବମୀ ବଳୀଯାତ୍ରା ମହା ସମାରୋହ ରେ ପାଳିତ- ମା ଙ୍କୁ ଦର୍ଶନ କଲେ ଲକ୍ଷା ଧିକ ଭକ୍ତ

04-Oct-2022



ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ର ବିଶ୍ୱ ପ୍ରସିଦ୍ଧ ମହା ବଳୀ ଯାତ୍ରା ମହାନବମୀ ତିଥିର ଅର୍ଧ ରାତ୍ରି ରୁ ଭୋର ସକାଳ  ଭିତରେ ଏ ପର୍ବ ସଂପନ୍ନ ହୋଇଛି l ଦେବୀ ମା ସୁରେଶ୍ବରୀ ପୀଠରେ ମହାବଳୀର ଚୁଳବନ୍ଧନ ପର୍ବ ପରେ ମହାବଳୀ ଯାତ୍ରାର ପୂର୍ଣ୍ଣାହୂତି ହୋଇଛି  ।ମହାବଳୀ ପର୍ବର ଅନ୍ତିମ ପର୍ଯ୍ୟାୟରେ ରାଜପୁରୋହିତ ମହାବଳୀର ଚୁଳବନ୍ଧନ କାର୍ଯ୍ୟ ସଂପନ୍ନ କରି ପୂର୍ଣ୍ଣାହୂତି ପ୍ରଦାନ କରଛନ୍ତି  ।ତେବେ ମହାନବମୀ ରାତ୍ରୀର ଦ୍ବୀତିୟ ପ୍ରହରରେ ପ୍ରଥମେ ଡାଂଗୁଆ ବଳୀ ଓ ପରେ ଗାୟନ ବଳୀ କାର୍ଯ୍ୟ ସଂପନ୍ନ ହେବା ପରେ ମହାବଳୀ କାର୍ଯ୍ୟ ଆରମ୍ଭ ହୋଇଥିଲା  ।ଅଲୌକିକ ତନ୍ତ୍ରମାଟିର ପ୍ରୟୋଗରେ ପାହାନ୍ତିଆ ପ୍ରହରରେ ମହାବଳୀ କାର୍ଯ୍ୟ ଆରମ୍ଭ ହୋଇଥିଲା  ।ଷୋହଳଭର୍ଣ୍ଣି ବାଦ୍ୟର ତାଳେ ତାଳେ ମହାବଳୀ ବା ବରୁଆ ଉଦଣ୍ଡ ନୃତ୍ୟ କରି ଛତ୍ର ଧରି ଦେବୀ ମା ଖମ୍ବେଶ୍ବରୀଙ୍କ ମୁଖଶାଳାରୁ ପଦାକୁ ଆସିଥିଲେ  ।ବାହାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାବେଶ ହୋଇଥିଲା  ।ବହୂ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁମାନେ ଦେବୀ କୃପା ଲାଭ କରିବା ସହିତ ମହାବଳୀ ପର୍ବରେ ସାମିଲ ହେବା ପାଇଁ ଖମ୍ବେଶ୍ବରୀ ପୀଠରେ ସମବେତ ହୋଇଥିଲେ  ।ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ,ଦେବୋତ୍ତର ବିଭାଗ ,ବଳୀଯାତ୍ରା କମିଟି ,ମନ୍ଦିର କମିଟି ଆଦି ପକ୍ଷରୁ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା  ।ଶ୍ରଦ୍ଧାଳୁମାନେ ଲକ୍ଷା ଧିକ ସଂଖ୍ୟାରେ ଦେବୀ ଦର୍ଶନ କରିବା ସହିତ ମହାବଳୀ ପର୍ବରେ ସାମିଲ ହୋଇ ମା ସୁରେଶ୍ୱରୀ, ଖମ୍ବେଶ୍ବରୀ ତଥା ଅଷ୍ଟ ଚଣ୍ଡୀ  ମହା ପ୍ରଭୁ ଙ୍କ  ଜୟ ଜୟ ଗାନ କରିଥିଲେ l ଆଶ୍ୱିନ ଅମାବାସ୍ୟା ତିଥି ରୁ ପ୍ରତିପଦା ଯାଏ ଦୀର୍ଘ 15 ଦିନ ଧରି  ଦୁର୍ଗା ପୂଜା ଓ ବଳୀଯାତ୍ରା ପାଇଁ  ପ୍ରତି ବର୍ଷ ସୁବର୍ଣ୍ଣପୁର ସହର ଚଳଚଞ୍ଚଳ ହୋଇ ଉଠେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like