-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗୋଣ୍ଡୱାନା ମହାସଭା ଏବଂ ବଲାଙ୍ଗୀର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ କମ୍ପୁଟର ଏବଂ ସିଲେଇ ମେସିନ ଅଭିଯାନ କାର୍ଯ୍ୟକ୍ରମ

04-Oct-2022



ଲୋଇସିଂହା, ( ବିନୋଦ କୁମାର ଦୀପ) ଅଖିଳ ଭାରତୀୟ ଗୋଣ୍ଡୱାନା ମହାସଭା ଏବଂ ବଲାଙ୍ଗୀର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଆଦିବାସୀ ଭବନ ଠାରେ ଛାତ୍ରଛାତ୍ରୀ ଙ୍କ ନିମନ୍ତେ କମ୍ପୁଟର ଏବଂ ସିଲେଇ ମେସିନ ଅଭିଯାନ କାର୍ଯ୍ୟକ୍ରମ ଉଦ୍ଘାଟନ କରାଯାଇଥିଲା l ଏହି ଲୋଇସିଂହା ଗୋଣ୍ଡୱାନା ମହାସଭାରେ ଦଶରଥ ଛତ୍ରିଆ ସଭାପତିତ୍ୱ କରିଥିଲେ ଏହି ଉଦଘାଟନୀ ଉତ୍ସବରେ ବରଣ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଶ୍ୟାମସୁନ୍ଦର ଭୋଇ, ବିଜୟ କୁମାର ମହାନନ୍ଦ, ସତ୍ୟନାରାୟନ ଭୋଇ, ବନ୍ଦିତା ସାମଲ, ପ୍ରସନ୍ନ କୁମାର ମିଶ୍ର, ଯୋଗ ଦେଇଥିଲେ  l ବର୍ତମାନ ସମୟରେ କମ୍ପୁଟର, ସିଲେଇ ମେସିନ ଶିକ୍ଷା ରେ ସମସ୍ତ ନିଜ ନିଜର

ବକ୍ତବ୍ୟ ପ୍ରଦାନ କରିଥିଲେ l ଶିକ୍ଷା ଲାଭକରି କିପରି ସ୍ୱାବଲମ୍ବୀ ହେବାସହ ଜୀବିକା ଅର୍ଜନ କରି ନିଜର ସମାଜକୁ ସୁଦୃଢ କରିପାରିବେ ସେହି ଉପରେ ମତବ୍ୟକ୍ତ ରଖିଥିଲେ l ଲଳିତ ମୋହନ ପୁଟ୍ଟl, ମାଧବ ଭୋଇ, ଚଦ୍ରଶେଖର ଧରୁଆ, ନେପାଳ ବର୍ଗେ, ଗୋପାଳ ପଧାନ ପ୍ରମୁଖ ଉପସ୍ଥିତ ଥିଲେ l ରାଜ୍ୟ ଉପସଭାପତି ବିନୋଦ ବିହାରୀ ମଲ୍ଲିକ କାର୍ଯ୍ୟ ପରିଚାଳନା କରିଥିଲେ l  ସତ୍ୟମ ଦଳପତି ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like