-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଅନ୍ତିମ ଶୋଭାଯାତ୍ରା

04-Oct-2022



ପଦ୍ମପୁର - ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା। ତାଙ୍କ ପାର୍ଥିବ ଶରୀରକୁ ତାଙ୍କ କଲେଜ ରୋଡ଼ ସ୍ଥିତ ବାସଭବନରେ ରଖାଯାଇଥିଲା ଏବଂ ଓଡ଼ିଶା ସରକାରଙ୍କ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ, ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ ,ବିଜେପି ବିଧାୟକ ମୁକେଶ ମହାଳିଙ୍ଗ, ବରିଷ୍ଠ ବିଜେପି ନେତା ପ୍ରଦୀପ ପୁରୋହିତ, ପୂର୍ବତନ ସାଂସଦ ପ୍ରଭାସ ସିଂ,ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ତାଙ୍କୁ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଉଥିବା  ବେଳେ ନେତା ,ଜନତା ଓ ବହୁ ମାନ୍ୟ    ଗଣ୍ୟ ବ୍ୟକ୍ତି ଙ୍କର ଭିଡ଼ ଜମୁଛି । ଆଜି ତାଙ୍କର  ପାର୍ଥିବ ଶରୀରକୁ ଟାଉନ୍ ଶୋଭାଯାତ୍ରାରେ  

ନେଇ ରାଜଘାଟ ଠାରେ , ପଦ୍ମପୁର ପୋଲିସ୍ ପକ୍ଷରୁ "ଗାର୍ଡ ଅଫ ହନର୍" ଦିଆଯାଇଥିଲା । ଏବଂ ତାଙ୍କର ରୀତି ନୀତି ହିସାବରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲ। ବିଳମ୍ବିତ ରାତିରେ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା । ଅସୁସ୍ଥତା କାରଣରୁ କିଛି ଦିନ ହେବ ବିଜୟ ରଞ୍ଜନ ସିଂ ବରିହା ଚିକିତ୍ସିତ ହେଉଥିଲେ ।

(ନରହରି ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like