-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗୁଡ଼ଭେଲା ଓ ସଇଁନ୍ତଳା ବ୍ଳକର ବିଭିନ୍ନ ପୂଜାମଣ୍ଡପରେ ମାଁ ଦୁର୍ଗାଙ୍କ ଆଶୀର୍ବାଦ ଭିକ୍ଷା କଲେ ଭାଜପା ବଲାଙ୍ଗୀର ଜିଲ୍ଲା ସାଧାରଣ ସମ୍ପାଦକ

04-Oct-2022



ତୁଷୁରା(ପଞ୍ଚାନନ ନାଏକ)- ଭାରତୀୟ ଜନତାପାଟିର ବଲାଙ୍ଗିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ କୁମାର ଜୈନ ଗୁଡ଼ଭେଲା ବ୍ଳକ, ତୁଷୁରା ଏନଏସି ଓ ସଇଁନ୍ତଳା ବ୍ଳକର ବିଭିନ୍ନ ପୂଜାମଣ୍ଡପକୁ ଯାଇ ମାଁ ଦୁର୍ଗା ଓ ମାଁ ସମଲେଶ୍ବରୀଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଗୁଡ଼ଭେଲା,

ଡାହିମାଳ, ଜାମୁଟ, ନୂଆଁପଡା, ସମରା,ତୁଷୁରା,ସଇଁନ୍ତଳା, କନ୍ଧେଲଗାଁ, ତାଳ ବାହାଳ, ଝନଝଡା, କରମତଲା, କେଉଡାର ଆଦି ଗ୍ରାମର ଜନସାଧାରଣଙ୍କ ସହ ଗାଁର ଉନ୍ନୟନ କାର୍ଯ୍ଯ ନେଇ ଆଲୋଚନା କରିଥିବା ବେଳେ ସମାଧାନ କରିବାକୁ ଚେଷ୍ଟା କରିବା ପାଇଁ ପ୍ରତିଶୃତି ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ଯୁବ ମୋର୍ଚ୍ଚାର ସ୍ବତନ୍ତ୍ର ନିମନ୍ତ୍ରୀତ ସଦସ୍ଯ ନରସିଙ୍ଗ ସିଂ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ଯ ଆଶିଷ ସାହୁ,  ଲୁଥରବନ୍ଧ ମଣ୍ଡଳ ପ୍ରଭାରୀ ବିପିନ ଠାକୁର, ଏସଇ ମୋର୍ଚ୍ଚା ସଭାପତି ଚୌଧୁରୀ ନାଗ,ଲୁଥରବନ୍ଧ ମଣ୍ଡଳର ସଂପାଦକ ରମେଶ ପଣ୍ଡା, ଜିଳ୍ଲା ଏସସି ମୋର୍ଚ୍ଚା ସଂପାଦକ ବିଜୟ ଛୁରା, କୁରସୁଡ ଜୋନ ଯୁବ ମୋର୍ଚ୍ଚା ସଭାପତି ରମେଶ

ଥାପ୍ପା, ଜଗୁଆ ପଞ୍ଚାୟତର ଯାଦବ ସମାଜର ସଭାପତି ହେମସାଗର ଖଳସେଳ,  ସଇଁତଳା ସାସଂଦ ପ୍ରତିନିଧି ଅକ୍ଷୟ ରଣା, ଜିଳ୍ଲା ଓବିସି ମୋର୍ଚ୍ଚାର ସଂପାଦକ ଖଗେଶ୍ବର ରଣା, ସମରା ମଣ୍ଡଳ ସଭାପତି ଭ୍ରମର ସେଠ, ବିଜେପିର ବରିଷ୍ଠ ନେତା ଗତି ବାଗ, ଦର୍ଶନ ପ୍ରଧାନ, ସୁରେଷ ଦଣ୍ଡା, ଲଲିତ ବେହେରା, ସୁରେଶ ତାଣ୍ଡି, ମକାରୁ ପୁଟେଲ ଆଦି ଉପସ୍ଥିତ ରହି ମାଁଙ୍କ ଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like