-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡାକ୍ତର ସୁଶାନ୍ତ ମେହେର ଓ ସୁଦାମ ସା‌ହୁଙ୍କୁ ସ୍ୱାସ୍ଥ୍ୟ ସେବା ସମ୍ମାନରେ ସମ୍ମାନୀତ କଲା ପୂଜାକମିଟି

05-Oct-2022



ବରଗଡ:-ବରଗଡ ଜିଲ୍ଲା ବିଜେପୁର ବ୍ଲକ୍ ଅନ୍ତର୍ଗତ ଖରମୁଣ୍ଡା ଠାରେ ଦୁର୍ଗାପୂଜା ସହ ହନୁମାନ ମନ୍ଦିର ପ୍ରତିଷ୍ଠା ମହାଆଡମ୍ବରରେ ଓ ଉତ୍ସାହ ଉଦ୍ଦୀପନାରେ ଅନୁଷ୍ଠିତ ହେଉଛି । ରାବଣ ଦରବାରର ଦ୍ଵିତୀୟ ଦିବସ ଅବସରରେ ଆଜି ସରପଞ୍ଚ ତଥା ପୂଜା କମିଟି ସଭାପତି ମନୋଜ କୁମାର ପଧାନ ଙ୍କ ସଭାପତିତ୍ବ ରେ ଆଜିର କାର୍ଯକ୍ରମ ଆରମ୍ଭ କରାଯାଇଥିଲା l ଏହି କାର୍ଯକ୍ରମ ରେ ବିଭିନ୍ନ ସ୍ତରରେ ସଫଳତା ହାସଲ କରିଥିବା ବ୍ୟକ୍ତି ବିଶେଷ ଙ୍କୁ ଉପଢୌକନ ସହ ସମ୍ମାନୀତ କରାଯାଇଥିଲା। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ପାରଦର୍ଶିତା ପ୍ରଦାନ ସହ ଅସହାୟ ଲୋକଙ୍କ ପାଖରେ ନିଜର  ସେବା ଯୋଗାଇ ଦେଇଥିବା ଡ. ସୁଶାନ୍ତ କୁମାର ମେହେର ଓ ସ୍ଥାନୀୟ ଅଂଚଳରେ ଲୋକଙ୍କ ପାଖରେ ସ୍ବାସ୍ଥ୍ୟ ସେବା ଯୋଗାଇ ଲୋକଙ୍କ ପାଖରେ ପରିଚିତ ଥିବା ଡ.ସୁଦାମ ସାହୁଙ୍କୁ ସ୍ୱାସ୍ଥ୍ୟ ସେବା ସମ୍ମାନ, ଖେଳ ଶିକ୍ଷକ ଭାବରେ କାର୍ଯ୍ୟ କରିବା ସହ କ୍ରୀଡାକୁ ଆଗେଇ ନେଉଥିବା ସଚ୍ଚିଦାନନ୍ଦ ପଧାନ କ୍ରୀଡା କ୍ଷେତ୍ରରେ ବିଶିଷ୍ଟ ସମାଜସେବୀ ଶ୍ରୀମତୀ ରଶ୍ମିତା ମେହେର ସମାଜ ସେବା କ୍ଷେତ୍ରରେ, ଯୁବ ଶିଳ୍ପୋଦ୍ୟୋଗୀ କ୍ଷେତ୍ରରେ ଶ୍ରୀ ଅଚ୍ୟୁତ ତ୍ରିପାଠୀ, ଶିକ୍ଷା କ୍ଷେତ୍ରରେ ଗଣିତ ରେ ୟୁନିଭର୍ସିତି ଟପ୍ପର ହୋଇ ଗୋଲ୍ଡ ମେଡାଲ ହାସଲ କରିଥିବା ଶ୍ରୀ ଆକାଶ ପ୍ରଧାନ, ତିଲୋଚନ ଭୋଇ, ଲବଣୀ ପ୍ରଧାନ ଓ ତରଣୀ ରଥ ଙ୍କୁ ବିଗତ ଦିନରେ ଦୁର୍ଗା ପୂଜା ଅବସରରେ ଯୋଗାଉଥିବା ସେବା ପାଇଁ ସମ୍ମାନୀତ କରାଯାଇଥିଲା।ସଭା ପରିଚାଳନା କରିଥିଲେ ବିଶିଷ୍ଟ ଶିକ୍ଷାବିତ୍ ଦିଲ୍ଲୀପ ପ୍ରଧାନ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like