-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ରାଜ୍ୟ

ଡିସେମ୍ବର-ଫେବୃଆରୀ ଲାଗି ଜାରି ହେଲା IMDଙ୍କ ଶୀତ ପୂର୍ବାନୁମାନ, ଏ ବର୍ଷ ପଡିବ ଅଧିକ ଥଣ୍ଡା!!

30-Nov-2020



(ପ୍ରେରଣା ଖବର) - ଭାରତୀୟ ପାଣିପାଗ ବିଭାଗ (ଆଇଏମଜି) ରବିବାର ଡିସେମ୍ବରରୁ ଫେବୃଆରୀ ମାସ ପର୍ଯ୍ୟନ୍ତ ଶୀତ ପୂର୍ବାନୁମାନ ଜାରି କରିଛନ୍ତି। ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ପାଣିପାଗ ପୂର୍ବାନୁମାନ ଜାରି କରିଥିବା ବେଳେ ପୂର୍ବବର୍ଷମାନଙ୍କ ତୁଳନାରେ ଚଳିତବର୍ଷ ଅଧିକ ଥଣ୍ଡା ଅନୁଭୂତ ହେବ ବୋଲି ସତର୍କ କରିଛନ୍ତି। ଉତ୍ତର ଭାରତର କେତେକ ସ୍ଥାନରେ ଶୀତ ଋତୁରେ ନିୟମିତ ତାପମାତ୍ରା ଶୁନ୍ୟରୁ ବିଯୁକ୍ତ ହୋଇପାରେ ବୋଲି ମଧ୍ୟ ପୂର୍ବାନୁମାନ କରିଛନ୍ତି!!ମହାପାତ୍ର କହିଛନ୍ତି ଯେ ଅନ୍ୟବର୍ଷ ତୁଳନାରେ ଚଳିତବର୍ଷ ଅଧିକ ଶୀତ ଲହର ଅନୁଭୂତ ହେବ। ଏଣୁ ଉତ୍ତର ଓ ମଧ୍ୟ ଭାରତର ତାପମାତ୍ରା ସ୍ରବନିମ୍ନରୁ ବି କମ୍‌ ହେବ ବୋଲି ସତର୍କ କରାଇଛନ୍ତି। ଏଥିରୁ ଚଳିତ ଋତୁରେ ଉତ୍ତର ଭାରତରେ ସବୁଠାରୁ ଅଧିକ ଥଣ୍ଡା ଅନୁଭୂତ ହେବ ବୋଲି ସେ କହିଛନ୍ତି। ଅଧିକ ଥଣ୍ଡା ଯୋଗୁ ଉତ୍ତର ଭାରତରେ ରାତିର ସାଧାରଣ ତାପମାତ୍ରା ପୂର୍ବବର୍ଷମାନଙ୍କ ତୁଳନାରେ ହ୍ରାସ ହୋଇପାରେ। ହେଲେ ଏହି ସମୟରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରିଛନ୍ତି!!ପାଣିପାଗ ବିଭାଗ ଅନେକ ପୂର୍ବରୁ ଆଗାମୀ ଶୀତ ଋତୁର ସାମ୍ଭବ୍ୟ ପୂର୍ବାନୁମାନ କରିଥିଲେ। ଯେଉଁଥିରେ ଅନ୍ୟବର୍ଷମାନଙ୍କ ତୁଳନାରେ ଚଳିତବର୍ଷ ଶୀତ ଋତୁ ଅଧିକ ଦୀର୍ଘ ହୋଇପାରେ ବୋଲି ଆକଳନ କରିଥିଲେ। ପାଣିପାଗ ପରିବର୍ତ୍ତନ ଓ ସମୁତ୍ର ପୃଷ୍ଠ ତାପମାତ୍ରା ପରିବର୍ତ୍ତନ ଚଳିତବର୍ଷ ଶୀତ ଋତୁକୁ ପ୍ରଭାବିତ କରିବ ବୋଲି ପାଣିପାଗ ବିଭାଗ ଜଣାଇଛନ୍ତି!!


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like