-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||     

HOME   ଜିଲ୍ଲା

ବିଜୟାନନ୍ଦ ଚିନିକଳ କାର୍ଯ୍ୟକ୍ଷମ ଦାବିରେ ଚାଲିଥିବା ଆନ୍ଦୋଳନ ୪ଠଠ ଦିନରେ ପହଂଚିଲା 

05-Oct-2022



ଦେଓଗାଁ(ପ୍ରେରଣା ଖବର), ଦେଓଗାଁ ସାଗରପାଲିସ୍ଥିତ ବିଜୟାନନ୍ଦ ସମବାୟ ଚିନି କଳ କାର୍ଯ୍ୟକ୍ଷମ ଦାବିରେ ଚାଲିଥିବା ଅନିଶ୍ଚିତକାଳୀନ ଧାରଣା ଆଜି ୪ଠଠ ଦିନରେ ପହଂଚିଛି । ପଶ୍ଚିମ ଓଡ଼ିଶା ସେବା ସଂଘର ସଭାପତି ରାଜେଶ ବଗର୍ତ୍ତିଙ୍କ ନେତୃତ୍ୱରେ ଗୋଟିଏ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ଏହି ଆନ୍ଦୋଳନକୁ ଭିଆଇପି ପାର୍ଟି ଓ ଅନ୍ୟାନ୍ୟ ଦଳ ମାନେ ସମର୍ଥନ କରିଛନ୍ତି । ତେବେ ଶିଳ୍ପବିହୀନ ବଲାଙ୍ଗୀର ଜିଲ୍ଲାରେ ଏହି ଚିନିକଳ କାର୍ଯ୍ୟକ୍ଷମ ହେଲେ ଅନେକ ଲୋକ ରୋଜଗାରକ୍ଷମ ହୋଇପାରିବା ସହ କୃଷିଭିତ୍ତିକ  ଶିଳ୍ପର ବିକାଶ ହୋଇପାରିବ ବୋଲି ଆନ୍ଦୋଳନକାରୀ ମାନେ କହିଛନ୍ତି ।  ବଲାଙ୍ଗୀରବାସୀଙ୍କ ଏହି ନ୍ୟାର୍ଯ୍ୟ ଦାବି ପୂରଣା ପାଇଁ ପଶ୍ଚିମ ଓଡ଼ିଶା ସେବା ସଂଘ ଦୀର୍ଘ ଦିନ ହେଲା ଅନଶନରେ ବସିଥିଲେ ମଧ୍ୟ ପ୍ରଶାସନ ଏମାନଙ୍କ ଦାବି ପ୍ରତି ଭୃକ୍ଷେପ କରି ନାହିଁ । ଏହି ସମାନ ଦାବିକୁ ନେଇ ଅନଶନକାରୀ ମାନେ ବଲାଙ୍ଗୀର ଜିଲ୍ଲାପାଳ ଓ ବଲାଙ୍ଗୀର ବିଧାୟକ ଓ ସାଂସଦଙ୍କୁ ମଧ୍ୟ ସାକ୍ଷାତ କରି ସାରିଛନ୍ତି । ଆଗାମୀ ଦିନରେ ନିଜର ଏହି ଦାବି ପୂରଣ ନ ହେଲେ ଆନ୍ଦୋଳନକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026

You Might Also Like