-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବରପାଲି ରେଳ ଓଭରବ୍ରିଜ ପାଇଁ ଚାଲିଥିବା ଆନ୍ଦୋଳନର ୫୦ତମ ଦିବସରେ

05-Oct-2022



ବରଗଡ:-ବରଗଡ ଜିଲ୍ଲା ରେଳ ଉପଭୋକ୍ତା ସଂଘ ତା.୫/୧୦/୨୨ ଦିନ ଏଥି ପ୍ରତି ନୈତିକ ସମର୍ଥନ ଜ୍ଞାପନ କରିଛି। ବରପାଲିର ଅଧିକାର ଫାଉଣ୍ଡେସନର ନେତୃତ୍ୱରେ ଚାଲିଥିବା ଏହି ଅନିର୍ଦ୍ଦିଷ୍ଟକାଳୀନ ଆନ୍ଦୋଳନ କେବଳ କୌଣସି ସଂଗଠନର ଲଢେଇନୁହେଁ, ପରନ୍ତୁ ବରପାଲି ଜନସାଧାରଣଙ୍କ ସ୍ୱାଭିମାନର ଲଢେଇ ଅଟେ। ଦୀର୍ଘଦିନ ଧରି ଓଭରବ୍ରିଜ କାର୍ଯ୍ୟ ଅସମ୍ପୂର୍ଣ୍ଣ ଭାବେ ପକାଇରଖି ଜନସାଧାରଣଙ୍କୁ ସମସ୍ୟା ମଧ୍ୟକୁ ଠେଲିଦେଇ ବିଭାଗୀୟ କର୍ତ୍ତୃପକ୍ଷ ଚୁପଚାପ ତାମସା ଦେଖିବା ବାସ୍ତବିକ ନିନ୍ଦନୀୟ ଅଟେ। ବରଗଡର ଜୀରାବ୍ରିଜ ଭଳି ବରପାଲି ରେଳ ଓଭରବ୍ରିଜ ପ୍ରଶାସନିକ ଅବହେଳାର ଏକ ନମୁନା ଅଟେ। ବରଗଡ ଜିଲ୍ଲା ରେଳ ଉପଭୋକ୍ତା ସଂଘ ଏହି ଜନବିରୋଧୀ କାର୍ଯ୍ୟକୁ ପ୍ରତିବାଦ କରିବା ସହ ଅଧିକାର ଫାଉଣ୍ଡେସନ ତଥା ବରପାଲିବାସୀଙ୍କ ସହ ଠିଆହେବା ପାଇଁ ପ୍ରତିଶୃତିବଦ୍ଧ ଏବଂ ଏଥିପାଇଁ ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ସହ ସମ୍ପର୍କ ସ୍ଥାପନ କରି ଏହାର ନିର୍ମାଣକାର୍ଯ୍ୟ ପୁନଃ ଆରମ୍ଭ

କରିବାକୁ ଚାପ ଦେବାକୁ ନିଷ୍ପତ୍ତି ନେଇଛି। ଆଜିର କାର୍ଯ୍ୟକ୍ରମରେ ସଂଘର ସଭାପତି ପ୍ରଦୀପ ଦେବତା, ଉପସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା ଓ ସର୍ଦ୍ଦାର ପ୍ରିତମ ସିଂହ, ସମ୍ପାଦକ କମଳ ଯୋଷୀ, ଯୁଗ୍ମ ସମ୍ପାଦକ କିଶୋର କୁମାର ରଥ ତଥା ଅନ୍ୟାନ୍ୟ ସଦସ୍ୟ ଗୋପାଳ ଚନ୍ଦ୍ର ଦାଶ, ଅଚ୍ୟୁତାନନ୍ଦ ବାରିକ, ମଳୟ ମହାନ୍ତି, ତୁଳସୀ ଚରଣ ଦାଶ, ଅଭୟ କୁମାର ଭୋଇ, ଲକି ମିରୱାନୀ, ସି ଏମ ରାଓ, ଉଦ୍ଧବ ବେହେରା, ସଞ୍ଜୟ ମେହେର, ସରୋଜ ଷଡଙ୍ଗୀ, ଅନିଲ ଅଗ୍ରୱାଲ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like