-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||     

HOME   ଜିଲ୍ଲା

ଲୋଇସିଂହା : ଦୁର୍ଗା ପୂଜାରେ ବିଜେଡ଼ି ରାଜ୍ୟ ସମ୍ପାଦିକାଙ୍କୁ ଭବ୍ୟ ସମ୍ବର୍ଦ୍ଧନା

05-Oct-2022



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) କରୋନା ମହାମାରୀର ଦୀର୍ଘ ୨ ବର୍ଷପରେ ଶାରଦୀୟ ଦୁର୍ଗାପୂଜା ଚଳିତ ବର୍ଷ ବଲାଙ୍ଗୀର ଜିଲ୍ଲାର ସହର ଠୁ ଆରମ୍ଭ କରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଅନେକ ସ୍ଥାନରେ ଦୁର୍ଗାପୂଜା ଉତ୍ସବମୁଖର ହୋଇଉଠିଛି l ଏହି ପରିପ୍ରେକ୍ଷୀରେ ଲୋଇସିଂହା ବିଧାନସଭା

ନିର୍ବାଚନ ମଣ୍ଡଳୀ ଲୋଇସିଂହା ଓ ଆଗଲପୁର ତରଫରୁ  ଶାରଦୀୟ ଦୁର୍ଗାପୂଜା ଉପଲକ୍ଷେ ବିଜେଡି ରାଜ୍ୟ ସମ୍ପାଦିକା ଶ୍ରୀମତୀ ରଞ୍ଜୁ ରାଏମନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି l ପ୍ରଥମେ ଶ୍ରୀମତୀ ରଞ୍ଜୁ  ରାଏମନ ଆଗଲପୁର ବ୍ଲକ ରୋତ ଗ୍ରାମକୁ ପହଂଚିବା ପରେ ବାଜା ବଜାଇ, ବାଣ ଫୁଟାଇ ଗ୍ରାମର ଅନେକ ଲୋକ ଓ ମହିଳା ତାଙ୍କୁ ସ୍ୱାଗତ କରିଥିଲେ l ପରେ ଦୁର୍ଗାପୂଜା ମଣ୍ଡପକୁ ଯାଇ ଦୁର୍ଗା ମା ଙ୍କୁ ଦର୍ଶନ କଲେ ଓ ଲୋକଙ୍କୁ ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇବା ସହ ଲୋକଙ୍କ ସୁଖଦୁଃଖ କଥା ବୁଝିଥିଲେ l ଉପସ୍ଥିତ ଥିଲେ ରୋତ ସମିତିସଭ୍ୟ କମଳ ସେଠ୍, ପୂଜା କମିଟି ସଭାପତି ଅଜୟ ପଟେଲ, ରମେଶ ପଟେଲ, ବୁଲୁ ପଟେଲ, ଧନୁକାନ୍ତ ପଟେଲ, ଅମିତ ପଟେଲ ଏହାସହ ଉପରବାହାଲ ପଂଚାୟତର ଯୁବ ବିଜେଡି କର୍ମୀ କମଳ ସାହୁ ଓ ପ୍ରଦୀପ ସାହୁ l ପରେ ପରେ ଶ୍ରୀମତୀ ରାଏମନ ପହଂଚିଥିଲେ ଲୋଇସିଂହା ବୁର୍ଡl ଗ୍ରାମକୁ l

ଏଠାରେ 25 ବର୍ଷ ପୂର୍ତ୍ତି ଅବସରରେ ହେଉଥିବା ଦୁର୍ଗାପୂଜା ଅବସରରେ ତାଙ୍କୁ ମୁଖ୍ୟଅତିଥି ଭାବେ ସୁ ସ୍ୱାଗତ କରାଗଲା l ଏଠାରେ କଂସ ଦରବାରରେ ଅତିଥିଗଣରେ ଥାଇ ଲୋକଙ୍କୁ ଦଶହରାର ହାର୍ଦିକ ଶୁଭେଚ୍ଛା ଜଣାଇଲେ l ଉପସ୍ଥିତ ଥିବା ସମସ୍ତ ଲୋକଙ୍କ ମଙ୍ଗଳ କାମନା କରିବା ସହ ସମସ୍ତଙ୍କ ସହଯୋଗରେ ଆଜି ମୁଁ ଏଠି ଉପସ୍ଥିତ ଅଛି ବୋଲି ନିଜ ବକ୍ତବ୍ୟ ରଖିଥିଲେ l ମଞ୍ଚରେ ଉପସ୍ଥିତ ଥିଲେ ପୂର୍ବତନ ସରପଞ୍ଚ ପ୍ରହଲ୍ଲାଦ ସାହୁ, ସହଦେଵ ସାହା, ପୂଜା କମିଟିର ସଭାପତି ପ୍ରଦୀପ ସାହୁ, କର୍ତ୍ତା ନାରାୟଣ ସାହୁ ପ୍ରମୁଖ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026

You Might Also Like