-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ହିନ୍ଦୁ ପରିଷଦ ର ପ୍ରନ୍ତୀୟ ପ୍ରବକ୍ତା ତଥା ବରିଷ୍ଠ ଆଇନଜୀବୀ ଙ୍କ ମାତୃ ବିୟୋଗ

06-Oct-2022



ସମ୍ବଲପୁର(ସଞ୍ଜୀବ କୁମାର ପାଣିଗ୍ରାହୀ) - ବିଶ୍ୱ ହିନ୍ଦୁ ପରିଷଦ ର ପ୍ରନ୍ତୀୟ ପ୍ରବକ୍ତା, ସମ୍ବଲପୁର କରଣ ସମାଜ ର କାର୍ଯ୍ୟକାରୀ ସଭାପତି ତଥା ବରିଷ୍ଠ ଆଇନଜିବୀ ପ୍ରଦୀପ କୁମାର ବହିଦାର ଙ୍କର ମାତା ସୁବାସିନୀ ବହିଦାର ଙ୍କର ଗତକାଲି ରାତ୍ରି ୦୯:୩୦ ଟା ସମୟରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ତାଙ୍କର ସ୍ୱାମୀ ସ୍ବର୍ଗତ ହରେକୃଷ୍ଣ ବହିଦାର ଙ୍କର ଗତ ୨୦୨୦ ମସିହା ରେ ସ୍ୱର୍ଗବାସ ହୋଇଥିଲା । ୧୯୩୫ ମସିହା ରେ ସମ୍ବଲପୁର ପଟ୍ଟନାୟକପଡା ରେ ଜନ୍ମ ଗ୍ରହଣ କରିଥିବା ଶ୍ରୀମତୀ ବହିଦାର ଜଣେ ଧର୍ମ ପରାୟଣ ମହିଳା ଓ ସମାଜସେବୀ ଭାବେ ଅଞ୍ଚଳରେ ବେସ ଜଣାଶୁଣା ।
      ସମ୍ବଲପୁର ପ୍ରଧାନପଡା ରେ ତାଙ୍କର ଜ୍ୟେଷ୍ଠ ପୁତ୍ର କିଶୋର ଚନ୍ଦ୍ର ବହିଦାର ଙ୍କ ବାସଭବନରେ ସେ ତାଙ୍କର ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ଆଜି ସମ୍ବଲପୁର କମିଲିବଜାର ସ୍ଥିତ ସ୍ୱର୍ଗଦ୍ୱାର ରେ ଯଥା ବିଧି ରୀତିନୀତି ଅନୁସାରେ ଏକ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ଜ୍ୟେଷ୍ଠ ପୁତ୍ର ଶ୍ରୀ କିଶୋର ଚନ୍ଦ୍ର ବହିଦାର ମୁଖାଗ୍ନି ପ୍ରଦାନ କରିଥିଲେ । ମୃତ୍ୟୁ ବେଳକୁ ଦୁଇ ପୁତ୍ରବଧୂ ପ୍ରମିଳା ବହିଦାର, ସଶ୍ମିତା ବହିଦାର, ଦୁଇ ଝିଅ ପୂର୍ଣ୍ଣିମା ପଟ୍ଟନାୟକ, ଜ୍ୟୋତିର୍ମୟୀ ପଟ୍ଟନାୟକ, ଦୁଇ ନାତି ଦେବନିତ୍ ବହିଦାର, ଶ୍ୟାମ ସୁଦିପ ବହିଦାର ନାତି ବୋହୂ ରୋଜାଲିନ ବହିଦାର୍ ପଣି ନାତୁଣୀ ପ୍ରଣିତ୍ୟା ଓ ପରିବାର ର  ଅନେକ ସଦସ୍ୟ ଉପସ୍ଥିତ ଥିଲେ ।
      ଆଜି ତାଙ୍କର ପୁଣ୍ୟ ପବିତ୍ର ଶରୀର ର ଶବଦାହ ସମୟରେ ରାଜଘାଟ ଠାରେ ସମ୍ବଲପୁର ରୟ ଅନେକ ଧାର୍ମିକ, ସାମାଜିକ ସାଂସ୍କୃତିକ, ସ୍ବେଚ୍ଛାସେବୀ ଅନୁଷ୍ଠାନ ର ବିଶିଷ୍ଟ ବ୍ୟକ୍ତି ବିଶେଷ ମାନଙ୍କ ସମେତ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରି ନାୟକ, ଜିଲ୍ଲା ଓକିଲ ସଂଘ ସଭାପତି ସୁରେଶ୍ୱର ମିଶ୍ର, ସାଧାରଣ ସମ୍ପାଦକ ସରୋଜ କୁମାର ସାହୁ, ବିଜେପି ଜିଲ୍ଲା ସଭାପତି ଗିରିଷ ପଟେଲ ଙ୍କ ସମେତ ଅନେକ ଆଇନଜୀବି, ବୁଦ୍ଧିଜୀବି, ସମାଜସେବୀ, ରାଜନୈତିକ ଦଳର ନେତାମାନେ ଶେଷ ଦର୍ଶନ କରିବା ସହ ଅନ୍ତେଷ୍ଟି କ୍ରିୟା ରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026

You Might Also Like