-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣlଶ୍ରୀ ପାଳନ କଲା ବିଶ୍ୱ ସେରିବ୍ରାଲ ପାଲସି ଡେ

06-Oct-2022



- ସୁବର୍ଣ୍ଣପୁର (ମନୋରଂଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜ଼ିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ଏସ ଏମ -ଇ ବିଭାଗ, ରେଡ କ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓରମାସ, ସ୍କୁଲ ଓ ଗଣ ଶିକ୍ଷା ବିଭାଗ ଏବଂ ମିଶନ ଶକ୍ତି ବିଭାଗ ର ପୂର୍ଣ୍ଣ ସହଯୋଗ ରେ ଜ଼ିଲ୍ଲା ର ଅଗ୍ରଣୀ ଉତ୍ପାଦକ କମ୍ପାନୀ "ସୁବର୍ଣାଶ୍ରୀ " ସୋନପୁର ନୂତନ ଟାଉନ ହଲ, ଠାରେ ବିଶ୍ୱ ସେରିବ୍ରାଲ ପାଲସି ଡେ 2022 ପାଳନ କରିଛି l ଉକ୍ତ ଅବସର ରେ "ସୁଗମ ସହଜ" ନାମରେ ଏକ ଅଭିନଵ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଛି,  ଯାହା ମାଧ୍ୟମରେ ଜ଼ିଲ୍ଲା ସ୍ତରରେ ଯେତେ ସିପି ରେ ପୀଡିତ ଶିଶୁ ମାନଙ୍କୁ ବର୍ଷ ତମାମ ଅତ୍ୟାଧୁନିକ ୟୁନିଫର୍ମ ଯୋଗାଇ ଦିଆଯିବ l ଉକ୍ତ ଅବସରରେ ରାଜ୍ୟ ର ମାନ୍ୟବର ଅର୍ଥ ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୁଜାରୀ ମହୋଦୟ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିବା ସହିତ ଜ଼ିଲ୍ଲା ପ୍ରଶାସନ ର ସମାଜ ପ୍ରତି ଉଦାରତା ଏବଂ ଅଭିନଵ ପଦକ୍ଷେପ ସବୁ ପାଇଁ ପ୍ରଶଂସା କରିଥିଲେ l ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ( ଆଇ ଏ ଏସ ) ସମ୍ମାନିତ ଅତିଥି ଭାବେ ଯୋଗ ଦାନ କରି କାର୍ଯ୍ୟପ୍ରକଳ୍ପ ର ଉପାଦେୟତା ଓ ଆବଶ୍ୟକତା ଉପରେ କହିବା ସହିତ ପ୍ରଶାସନିକ ବିଭାଗ ସବୁର ମିଳିତ ଉଦ୍ୟମ ରେ ହୋଇଥିବା ଉକ୍ତ ପ୍ରୟାସ ପାଇଁ ଭୁରି ଭୁରି ପ୍ରଶଂସା କରିଥିଲେ l

ଏହି ଅବସର ରେ ସୁବର୍ଣ୍ଣପୁର ଜ଼ିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା, ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ଉପ ଜ଼ିଲ୍ଲାପାଳ ଡ଼ଃ, ଈପସିତା ପ୍ରିୟଦର୍ଶନୀ ମିଶ୍ର, ଗୋଷ୍ଠି ଉନ୍ନୟନ ଅଧିକାରୀ, ସୋନପୁର ଏବଂ ଡୁଙ୍ଗୁରିପାଲି, ବିନିକା, ଉଲୁଣ୍ଡା,ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂର୍ଯ୍ୟଂଶୁ ରୁଟ,ସାମାଜିକ ସୁରକ୍ଷା ଅଧିକାରୀ,ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ମୁଖ୍ୟ ଚିକିତ୍ସା ଅଧିକାରୀ, ମୁଖ୍ୟ ଶିକ୍ଷାଧିଶ ସୁବର୍ଣ୍ଣପୁର, ଜ଼ିଲ୍ଲା ଓରମାସ ଅଧିକାରୀ ଯୁବରାଜ ସାହୁ, ତଥା ସୁବର୍ଣାଶ୍ରୀ ର ମେନେଜିଙ୍ଗ ଡ଼ାଇରେକ୍ଟର ଏବଂ ବୋର୍ଡ ସଭ୍ୟା ମାନେ ଉପସ୍ଥିତ ରହିଥିବା ବେଳେ ସେମାନଙ୍କ ବଳିଷ୍ଟ ଉଦ୍ୟମ ତଥା ସହଯୋଗ ରେ ଉକ୍ତ ଆୟୋଜନ ଟି ସଫଳ ହୋଇ ପାରିଛି l  ସେରିବ୍ରାଲ ପାଲସି ଏକ ଅଭିଶପ୍ତ ରୋଗ ଯାହା ଦ୍ୱାରା ଶିଶୁ ର ମାନସିକ ବିକାଶ ହୁଏ  ନାହିଁ, ସେମାନେ ଭ୍ରମ୍ୟମାଣ ଚେୟାର ମାଧ୍ୟମ ରେ ପରିଚାଳିତ ହୁଅନ୍ତି l ସୁବର୍ଣ୍ଣପୁର ରେ 56 ଜଣ ସିପି ଶିଶୁ ଙ୍କୁ ଚି଼ହ୍ନଟ କଲା ପରେ ଜ଼ିଲ୍ଲା ପ୍ରଶାସନ ଓ ନିଫ୍ଟ, ଭୁବନେଶ୍ୱର ର ଜଣେ ଡିଜାଇନର ସ୍ରିଷ୍ଟି ସୁମନ ଙ୍କ ମିଳିତ ଉଦ୍ୟମ ରେ ଏକ ସ୍ୱତନ୍ତ୍ର ଧରଣର ୟୁନିଫର୍ମ ତିଆରି କରିବା ରେ ସଫଳ ହେଲେ, ଯାହାକି ଭ୍ରlମ୍ୟମାଣ ଚେୟାର ରେ ବସିଥିବା ସମୟ ରେ ଶିଶୁ ଙ୍କୁ ପିନ୍ଧା ଯାଇ ପାରିବ l ଉକ୍ତ ଶିଶୁ ମାନଙ୍କ ପାଇଁ ଜ଼ିଲ୍ଲା ପ୍ରଶାସନ ସୁବର୍ଣାଶ୍ରୀ ମାଧ୍ୟମ ରେ ସୁଗମ ସହଜ ନାମକ ଉକ୍ତ ଯୋଜନା ଲାଗୁ ଫଳରେ ଏହା ବର୍ଷ ତମାମ ସିପି ଶିଶୁ ମାନଙ୍କ ନିମନ୍ତେ ଏହି ସ୍ୱତନ୍ତ୍ର ୟୁନିଫର୍ମ ସୁଲଭ ଦର ରେ ଉପଲବ୍ଧ ହୋଇପାରିବ l ଆଜି ଜିଲ୍ଲାର ସିପି ପୀଡିତ ଙ୍କୁ ଅତିଥି ବୃନ୍ଦ ଏହି ସ୍ୱତନ୍ତ୍ର ପୋଷାକ ସହ ଖେଳନା ତଥା ରେଡ଼କ୍ରସ ତରଫରୁ କିଟ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like