-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରାଜେନ୍ଦ୍ର ପଡା ଦୁର୍ଗାପୁଜା ଏଥର ଯୋଗିନୀମୟ , ରାଣୀପୁର ଝରିଆଲ ମନ୍ଦିର କମିଟି ସଦସ୍ଯ ବୁଳିଦେଖିଲେ

07-Oct-2022



ବଲାଙ୍ଗୀର ଜିଲ୍ଲା ସଦରମହକୁମା ଠାରୁ ୧୧୦ କିମି ଦୂରତାରେ ଅବସ୍ଥିତ ରାଣୀପୁର ଝରିଆଲ ଠାରେ ରହିଛି ଐତିହ୍ଯ ସମ୍ପନ୍ନ ରାଣୀପୁର ଝରିଆଲ ୬୪ ଯୋଗିନୀପିଠ । ଏଠାରେ ଶିଳା ଦେହରେ ବୃତ୍ତାକାରରେ ଯୋଗିନିମାନେ ଘେରିରହିଛନ୍ତି କେନ୍ଦ୍ରରେ ଥିବା ନଟରାଜ ଶିବଙ୍କୁ। ହେଲେ ଷଷ୍ଠରୁ ନବମ

ଶତାବ୍ଦୀ ମଧ୍ୟର ଏହି ଐତିହ୍ଯ ସ୍ଥଳି ଏବେ ନିଜକୁ ସୁରକ୍ଷିତ ରଖିବାକୁ କରୁଛି ସଂଘର୍ଷ। ବଲାଙ୍ଗୀର ଜିଲ୍ଲାର ଗର୍ବ ଓ ଗୌରବର ଇତିହାସ ବହନ କରି ଖରା, ବର୍ଷା, ଶୀତରେ ଶହଶହ ବର୍ଷ ଧରି କେବଳ ଆମ ଐତିହ୍ଯ ର ବାନା ଉଡାଇ ଚାଳିଥିବା ଯୋଗିନୀପିଠର ପୁନରୁଦ୍ଧାର ଓ ବିକାଶ ପାଇଁ ସାଧାରଣ ଜନତା , ସରକାର ଓ ସରକାରୀକଳର ଦୃଷ୍ଟି ଆକର୍ଷଣ କରିବା ପାଇଁ ବଲାଙ୍ଗୀର ଜିଲ୍ଲା ମୁଖ୍ୟାଳୟର ରାଜେନ୍ଦ୍ର ପଡା ଦୁର୍ଗା ପୁଜା କମିଟି ଏକ ନିଆରା ଉପାୟ କରିଛି । ଏବଂ ପୁରା ଦୁର୍ଗା ପୂଜା ପେଣ୍ଡାଲକୁ ୬୪ ଯୋଗିନୀପିଠ ଭାବେ ତିଆରି କରିଛନ୍ତି । ଏହା ଦ୍ବାରା ଉଭୟ ସାଧାରଣ ଲୋକ , ସରକାର ଓ ସରକାରୀକଳ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆମ ଇତିହାସ କୁ ଆମେ ବଞ୍ଚାଇ ରଖିବାକୁ ଆମକୁ ହିଁ ଆଗକୁ ଆସିବାକୁ ପଡିବ ଏହାର ବାର୍ତ୍ତା ମଧ୍ୟ ପରୋକ୍ଷରେ ଦିଆ ଯାଇଥିବା ଦେଖଣାହାରୀ ଚର୍ଚ୍ଚା କରୁଥିବା ଦେଖା ଯାଇଥିଲା। ବିଭିନ୍ନ ଗଣମାଧ୍ୟମ ତଥା ସୋସିଆଲ ମିଡିଆରୁ ଖବରପାଇ ରାଣୀପୁର ଝରିଆଲ ମନ୍ଦିର କମିଟି ତରଫରୁ ଏକ ଟିମ ବଲାଙ୍ଗୀର ରାଜେନ୍ଦ୍ରପଡା ଗସ୍ତକରି ପୂଜା ପେଣ୍ଡାଲରେ ୬୪ ଯୋଗିନୀପିଠ ର ଅବିକଳ ରୁପାନ୍ତରିତ କୁ ଭୂୟସୀ ପ୍ରଶଂସା କରିବାସହ ପୂଜା କମିଟିର କର୍ମକର୍ତ୍ତା ଓ ଶିଳ୍ପୀ ଗୌର ସାହୁଙ୍କୁ ଉତ୍ତରୀୟ ଓ ଫୁଲତୋଡା ଦେଇ ଉତ୍ସାହିତ କରିଥିଲେ।ଏହି ସମୟରେ ରାଣୀପୁର ଝରିଆଲ ମନ୍ଦିର କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ , ଯୁବନେତା ଯୁବରାଜ ବାଗ, ଝଲପ ସରପଞ୍ଚଙ୍କ ପ୍ରତିନିଧି ଗୋବିନ୍ଦ ପୁଟେଲ, ନିତ୍ୟାନନ୍ଦ ପୃଷେଠ, ସଞ୍ଜୀବ ଛୁରା ପ୍ରମୁଖ ପହଞ୍ଚି ବୁଳି ଦେଖି

ପ୍ରଶଂସା କରିଥିଲେ । ରାଜେନ୍ଦ୍ର ପଡା ଦୁର୍ଗାପୂଜା କମିଟିର ସଭାପତି ଅଶୋକ ରାଉତ, ଉପସଭାପତି ସୂର୍ଯ୍ୟନାରାୟଣ ସାହୁ , ସମ୍ପାଦକ ପ୍ରଦ୍ୟୁମ୍ନ ବଳ , ନିରୋଜ ମିଶ୍ର , ସାମ୍ବାଦିକ ଚନ୍ଦ୍ରଭାନୁ ମୋଳଣା , ଶିବପ୍ରସାଦ ପରିଡାଙ୍କ ସହ କମିଟିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

(ଅନୀଲ କୁମାର ତ୍ରିପାଠୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026

You Might Also Like