-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ମହାଶକ୍ତି ଫାଉଣ୍ଡେସନ ତରଫରୁ ଦାନ ଉତ୍ସବ

07-Oct-2022



କର୍ଲାମୁଣ୍ଡ (ପ୍ରଦିପ କୁମାର ସାହୁ) ମ.ରାମପୁର ମଟୋଗଣ୍ଡା ସ୍ତିତ ଶିବ ମନ୍ଦିର ପ୍ରାଙ୍ଗଣରେ କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ସହାୟତାରେ ଓ ଅନୁଷ୍ଠାନର ସଦସ୍ୟ ସଦସ୍ୟା ମାନଙ୍କ ଆର୍ଥିକ ଅନୁଦାନରେ ଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୟ କୁମାର ଭୋଇ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ବୀଣାପାଣି ସାହୁ ଓ ମ.ରାମପୁର ଥାନା ଅଧିକାରୀ ଶ୍ରୀଯୁକ୍ତ ସଚିନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ମହାଶକ୍ତି ଫାଉଣ୍ଡେସନର କୋଷାଧ୍ୟକ୍ଷ ତଥା ପ୍ରତିଷ୍ଠାତା ସଦସ୍ୟ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ ସଭାପତିତ୍ବ ଓ ସଂଯୋଜନା କରିଥିଲେ ଏବଂ ସମାଜ ସେବୀ ସତ୍ୟନାରାୟଣ ସାହୁ ଓ ସଂଯୁକ୍ତା ପୁରୋହିତ ଏବଂ ଗଣମାଧ୍ୟମ ପ୍ରତିନିଧି ଉଦ୍ଧବ ପଣ୍ଡା, ନିରଞ୍ଜନ ମହାରଣା,ଶୁଭେନ୍ ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ। ମ.ରାମପୁର ଗ୍ରାମପଞ୍ଚାୟତ ର ୧୨/୧୪ଟି ଗ୍ରାମ ତଥା ପଡ଼ାରୁ ୬୫ ଜଣ ଅସହାୟ, ଦୁଃସ୍ତ ବୃଦ୍ଧା, ବୃଦ୍ଧ, ଭିନ୍ନକ୍ଷମଙ୍କୁ ନୂତନ ଶୀତ ବସ୍ତ୍ର ଖାଦ୍ୟ ଅତିଥି ମାନଙ୍କ ମାଧ୍ୟମରେ ବଣ୍ଟନ କରାଯାଇଥିଲା । ଦାନ ଉତ୍ସବର ଉଦ୍ଦେଶ୍ୟ ଓ ଆବଶ୍ୟକତା ବିଷୟରେ ଆୟୋଜକ ଅନୁଷ୍ଠାନର ପ୍ରକାଶ ଚନ୍ଦ୍ର ସାହୁ କହିଥିଲେ ଏବଂ ଆମନ୍ତ୍ରିତ ଅତିଥି ମାନେ ଦାନର ମହତ୍ତ୍ଵ ବିଷୟ ରେ ମତ ରଖିବା ସହିତ ମହାଶକ୍ତି ଫାଉଣ୍ଡେସନର ପ୍ରଶଂସା କରିବା ସହିତ ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ। ଶେଷ ରେ ଅନୁଷ୍ଠାନର ଜ୍ୟୋତିଷ ନାୟକ ସମସ୍ତ ଆମନ୍ତ୍ରିତ ଅତିଥି, ଗଣମାଧ୍ୟମ ପ୍ରତିନିଧି ଏବଂ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like