-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ନୟାଗଡ଼ ମଣିନାଗ ପୀଠରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

07-Oct-2022



ନୟାଗଡ଼(ପ୍ରଦୀପ କୁମାର ପଣ୍ଡା)::ନୟାଗଡ଼ ଜିଲ୍ଲା ରଣପୁରର ପ୍ରସିଦ୍ଧ ମା’ ମଣିନାଗ ପୀଠରେ ବିକାଶମୂଳକ କାର୍ଯ୍ୟର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମା’ ମଣିନାଗ ପୀଠର ସୌନ୍ଦର୍ଯ୍ୟକରଣ ବୃଦ୍ଧି ପାଇଁ ପର୍ଯ୍ୟଟକ ସୁବିଧା ନିମନ୍ତେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି । ଏନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ମା’ଙ୍କ ସେବା କରିବା ପାଇଁ ସୁଯୋଗ

ଦେଇଥିବାରୁ କେନ୍ଦ୍ରମନ୍ତ୍ରୀ ରଣପୁର ଅଞ୍ଚଳବାସୀଙ୍କୁ କୃତଜ୍ଞତା ଜଣାଇଥିଲେ । ଇଣ୍ଡିଆନ ଅଏଲର କର୍ପୋରେଟ ସାମାଜିକ ଦାୟିତ୍ୱ (ସିଏସଆର) ଅନ୍ତର୍ଗତ ପାଖାପାଖି ୨ କୋଟି ଟଙ୍କା ବ୍ୟୟରେ ମଣିନାଗ ପୀଠରେ ୧୦୦ ଫୁଟ ଲମ୍ବ ଓ ୪୦ ଫୁଟ ଓସାର ବିଶିଷ୍ଟ ଗୋଷ୍ଠୀ କେନ୍ଦ୍ର ସମେତ ଆନ୍ୟାନ୍ୟ ଆନୁଷଙ୍ଗିକ କାମ ସମ୍ପୂର୍ଣ୍ଣ କରାଯାଇଛି । ଏଠାରେ ବିଦ୍ୟୁତ୍ ଏବଂ ପାନୀୟ ଜଳ ସୁବିଧା ସାଙ୍ଗକୁ ଶୌଚାଳୟ ସୁବିଧା ରହିଛି । ୧୪ ଗୋଟି ସୋଲାର ଲାଇଟ୍ ଦ୍ୱାରା ତଳ ମଣିନାଗ ମନ୍ଦିର ପରିସରର ଆଲୋକୀକରଣ ସାଙ୍ଗକୁ ମଣିନାଗ ପୀଠର ଅଧପନ୍ତରିଆ ଭାବେ ଥିବା ତୋରଣର କାମ ପୂର୍ଣ୍ଣାଙ୍ଗ ହୋଇଛି ।

ଉପର ମଣିନାଗ ମନ୍ଦିର ପରିସରର ଆଲୋକୀକରଣ ପାଇଁ ଗୋଟିଏ ହାଇ ମାଷ୍ଟ ଲାଇଟ୍ ଟାୱାର ଓ ଚାରୋଟି ଫୋକସ୍

ଲାଇଟର ବ୍ୟବସ୍ଥା କରାଯାଇଛି । ଏହି ସୁବିଧା ଦ୍ୱାରା ଆଗନ୍ତୁକ ଓ ପର୍ଯ୍ୟଟକମାନେ ବିଶେଷ ଉପକୃତ ହେବେ । ପୀଠକୁ ଆଗାମୀ ଦିନରେ ଅନେକ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇବ । ରଣପୁରବାସୀଙ୍କ ଦୀର୍ଘଦିନର ଦାବିକୁ ସମ୍ମାନ ଜଣାଇ ପର୍ବତମାଳାର ଶିଖରରେ ପ୍ରାକୃତିକ ମନୋରମ ପରିବେଶରେ ଗଢ଼ି ଉଠିଥିବା ମଣିନାଗ ପୀଠର ସୌନ୍ଦର୍ଯ୍ୟକରଣକୁ ଆଗେଇ ନେଇଥିବାରୁ ଇଣ୍ଡିଆନ ଅଏଲକୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ପୂର୍ବତନ ମନ୍ତ୍ରୀ ତଥା ରଣପୁର ବିଧାୟିକା ସୁରୁମା ପାଢ଼ୀ, ରଣପୁର ବ୍ଲକ ଅଧକ୍ଷା ନିର୍ମଳା ବେହେରା, ପରେଶ ମିଶ୍ର ଆଖପାଖ ଅଞ୍ଚଳ ବହୁ ଦଳୀୟ କାଯ୍ୟ କତ୍ତାଙ୍କ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଅଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like