-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଝିଅ ସ୍ମୃତିରେଖା ବାଗ ଓସିଏସ ପରିକ୍ଷାରେ ୩୦୩ ରେଙ୍କ ରେ ଉତ୍ତିର୍ଣ୍ଣ , ସିନ୍ଧେକେଲାରେ ଖୁସିର ଲହରି

08-Oct-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ରେ ରହୁଥିବା ସରଜୁ କୁମାର ବାଗ ଙ୍କ ବଡ ଝିଅ ସ୍ମୃତିରେଖା ବାଗ ଓଡିଶା ସିଭିଲ ସର୍ଭିସ ପରିକ୍ଷାରେ ୩୦୩ ରେଙ୍କ ରେ ଉତ୍ତିର୍ଣ୍ଣ ହୋଇଛନ୍ତି। ଶ୍ରୀ ବାଗଙ୍କ ଦୁଇ ଝିଅ ସ୍ମୃତିରେଖା, ମଝିଆ ଝିଅ ଦିପ୍ତିରେଖା ବାଗ ଭୁବନେଶ୍ବର ଓୟୁଏଟିରେ ପିଜି କରୁଥିବା ବେଳେ ସାନ ପୁଅ ସୌରଭ ରଞ୍ଜନ ବାଗ ରାଉରକେଲା ଏନଆଇଟି ରେ ପାଠପଢି ଚାକିରି ପାଇଥିଲେ ହେଁ ସେ ଚାକିରି ନ କରି ଭାରତୀୟ ସିଭିଲ ସର୍ଭିସ ପାଇଁ ପଢାପଢି କରୁଛନ୍ତି। ତିନଜଣ     ସିଭିଲ ସର୍ଭିସ ପାଇଁ ପାଠ ପଢୁଥିଲେ ତେବେ ବଡଝିଅ ଉତ୍ତିର୍ଣ୍ଣ ହୋଇଥିବାରୁ ପରିବାର ସହ ପୁରା ସିନ୍ଧେକେଲା ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ସ୍ମୃତିରେଖା ଙ୍କ ବାପା ଅଳଣ୍ଡା ଉଚ୍ଚ ପ୍ରାଥମିକ ସ୍କୁଲରେ ପ୍ରଧାନ ଶିକ୍ଷକ ଥିବାବେଳେ ମାଁ ଶାନ୍ତିଲତା ସିପକା ସିନ୍ଧେକେଲା ସରକାରୀ ବାଳିକା ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଛନ୍ତି। ସ୍ମୃତିରେଖା ସିନ୍ଧେକେଲା ଶିଶୁ ବିଦ୍ୟାମନ୍ଦିର ରେ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଓ ପଲ୍ଲିଶ୍ରୀ ନୋଡାଲ ହାଇସ୍କୁଲ ରେ ଅଷ୍ଟମ ଶ୍ରେଣୀ ପଢି ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ରେ ହାଇସ୍କୁଲ ଶେଷ କରିଥିଲେ। ପ୍ରକାଶ ଥାଉକି ସେ ସ୍ବର୍ଗୀୟ ଧର୍ମଗଡ ବିଧାୟକ ବିର ସିପକାଙ୍କ ଭାଣିଜୀ ଅଟନ୍ତି।    ସେ ସିଭିଲ ସର୍ଭିସରେ

ଉତ୍ତିର୍ଣ୍ଣ ହୋଇଥିବାରୁ ସିନ୍ଧେକେଲା ସମ୍ବାଦ ପ୍ରତିନିଧି ଅନିଲ କୁମାର ତ୍ରିପାଠୀ , ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ଆର୍ତ୍ତତ୍ରାଣ ସାହୁ, ବଲାଙ୍ଗୀର ଜିଲ୍ଲା ପ୍ରାଥମିକ ଶିକ୍ଷକସଂଘର (ଏକ୍ସକ୍ୟାଡର) ସଭାପତି ଜୟନ୍ତି ଲାଲ ସାହୁ , ସହପାଠୀ ତଥା ପଶ୍ଚିମ ଓଡିଶା ଯୁବାମଞ୍ଚ ର ସଂଯୋଜକ ଅଭିଷେକ ଦାସ, ଆଇନଜିବି ଉଦ୍ଧବ ବେହେରା , ପଶ୍ଚିମ ଓଡିଶା ଯୁବାମଞ୍ଚ ର ମିଡିଆ ସଂଯୋଜକ ହେମନ୍ତ ସାହୁ , ବଙ୍ଗୋମୁଣ୍ଡା ପ୍ରାଥମିକ ଶିକ୍ଷକସଂଘର ସଭାପତି କୋଷରାଜ ବେହେରା ପ୍ରମୁଖ ସ୍ମୃତିରେଖାଙ୍କ ପରିବାର ସହ ସ୍ମୃତିରେଖାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like