-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ରାଜ୍ୟ

:ଆସନ୍ତା ୪୮ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରି ଖସିବ

30-Nov-2020



(ପ୍ରେରଣା ଖବର) - ଖସୁଛି ରାତି ପାରଦ, ବଢ଼ୁଛି ଶୀତ: ଆସନ୍ତା ୪୮ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରି ଖସିବ; ପରେ ଅପରିବର୍ତିତ ରହିବ ପାଣିପାଗ!! ରାଜ୍ୟରେ ଧୀରେ ଧୀରେ ରାତ୍ରି ତାପମାତ୍ରା ଖସିବାରେ ଲାଗିଛି। ଫଳରେ ଶୀତ ବଢ଼ିବା ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାତିରେ ରାଜ୍ୟର ୫ ସହର ତାପମାତ୍ରା ୧୫ ଡିଗ୍ରି ତଳକୁ ଖସିଥିବା ବେଳେ ଶନିବାର ରାତିରେ ୧୦ ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳେ ରହିଥିଲା। ସୋନପୁରରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୯.୪ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଦାରିଙ୍ଗବାଡ଼ିଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ରହିଥିବା ଜଣାପଡ଼ିଛି। ରବିବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କନ୍ଧମାଳ ଜିଲ୍ଲାରେ ହାଲ୍କା କୁହୁଡ଼ି ମଧ୍ୟ ଦେଖାଯାଇଥିଲା। ଏଠାରେ ଦୃଶ୍ୟମାନ ଦୂରତା ୮୦୦ ମିଟର ରହିଥିଲା!! ଗତ ୨୪ ଘଣ୍ଟାରେ ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଗତକାଲି ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ  ଖସିବ ଓ ତା’ପରେ ଅପରିବର୍ତିତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like