-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଆମ୍ ଆଦମି ପାର୍ଟି ରେ ସାମିଲ ହେଲେ ଯୁବ ପ୍ରତିଭା ରାଜେଶ ନନ୍ଦ

08-Oct-2022



ଦେଓଗାଁ (ପ୍ରେରଣା ଖବର): ଆଜି ବଲାଙ୍ଗିର ଦେଓଗାଁ ବ୍ଲକ ସ୍ଥିତ ଡାଳର  ଅସ୍ଥାୟୀ ଅଫିସ୍ ଠାରେ ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଶ୍ରୀ ଆଶିଷ ପାଣ୍ଡେ, ରାଜ୍ୟ ଯୁବ ମୋର୍ଚ୍ଚା ସଦସ୍ୟ ଅମନ୍ ମହାପାତ୍ର  ତଥା ବ୍ଲକ ସଭାପତି ଶ୍ରୀ ରମାକାନ୍ତ ବେହେରା ଆଦିଙ୍କ ଉପସ୍ଥିତରେ ଯୁବା ପ୍ରତିଭା ରାଜେଶ୍ ନନ୍ଦ ଆପ୍ ର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି , ପାର୍ଟୀ ର ନୀତି ଆଦର୍ଶରେ କାମ କରିବା ପାଇ ଇଚ୍ଛା ପ୍ରକାଶ କରିଛନ୍ତି ଏବଂ ପାର୍ଟି ରେ ସାମିଲ ହୋଇଛନ୍ତି। ଆଜି ଅନୁଷ୍ଟିତ ଦଳର ବୈଠକରେ ଦେଓଗାଁ ଅଞ୍ଚଳର ବିଭିନ୍ନ୍ ସମସ୍ୟା ଓ ଏହାର ସମାଧାନ ଉପରେ ଆଲୋଚନା ହୋଇଥିଲା l ଶାସାକ ବିଜେଡି ଅମଳରେ ଲୋକଙ୍କୁ କେବଳ ପ୍ରତିଶ୍ରୁତି ନାଁ ରେ ପ୍ରତାରଣା ଦିଆଯାଇଛି l କୃଷି ଭିତ୍ତିକ ଶିଳ୍ପର

ବିକାଶ ଦିଗରେ ବିଜେଡି କୌଣସି କାମ କରିନାହିଁ l ଏଥିପାଇଁ ଆମ ରାଜ୍ଯ ରେ ଦରିଦ୍ର୍ୟ ଓ ଚାଷୀ ଆତ୍ମହତ୍ୟା ବଢିବାରେ ଲାଗିଛି ବୋଲି ଆମ୍ ଆଦମୀ ପାର୍ଟି ପକ୍ଷରୁ କୁହାଯାଇଛି l ଆମ୍ ଆଦମୀ ପାର୍ଟି ସରକାର ଗଠନ କଲେ ଲୋକଙ୍କ ସମସ୍ତ ମୌଳିକ ଆବଶ୍ୟକତା ପୂରଣ ହେବ ଓ ଓଡ଼ିଶାରେ ସୁଶାସନ ପ୍ରତିଷ୍ଠା ହେବ ବୋଲି ଆମ୍ ଆଦମୀ ପାର୍ଟି ଦୃଢୋକ୍ତି ପ୍ରକାଶ କରିଛି l ଆଜିର ଚିନ୍ତନ ବୈଠକ ରେ ପାର୍ଟି ର ବହୁ ସଭ୍ଯ ସଭ୍ୟା ଓ କର୍ମକର୍ତ୍ତା ଯୋଗ ଦେଇଥିଲେ i


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like