-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ପ୍ରାଚୁର୍ଯ୍ୟ କୁମାର ପ୍ରଧାନ ପ୍ରଶାସନିକ ସେବା ଓ ଏ ଏସ ପରୀକ୍ଷା ରେ କୃତକାର୍ଯ୍ୟ

08-Oct-2022



ବରଗଡ:- ପଦ୍ମପୁର ,ପିଲାଟି ଦିନରୁ ଜନ୍ମାନ୍ଧ ହୋଇ କେବେ ହାର ମାନି ନଥିବା ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ସତିଭଟା ଗ୍ରାମର ପ୍ରଧ୍ୟାପକ ରବିରଞ୍ଜନ ପ୍ରଧାନ ମାତା ଜୟନ୍ତୀ ପ୍ରଧାନ ଙ୍କ ପୁତ୍ର ପ୍ରାଚୁର୍ଯ୍ୟ କୁମାର ପ୍ରଧାନ* ଓଡ଼ିଶା ପ୍ରଶାସନୀକ ସେବା (ଓଏଏସ,)୨୦୨୦ ରେ ୨୯୨ ରେଙ୍କ୍ ରେ କୃତକାର୍ଯ୍ୟ ହୋଇ ପଦ୍ମପୁର ଅଞ୍ଚଳ ପାଇଁ ଗର୍ବ ଓ ଗୈାରବ ଆଣିବାରେ ସକ୍ଷମ ହୋଇପାରିଛନ୍ତି । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଏମ.କମ ।ସେ ବର୍ତ୍ତମାନ ରେଭେନ୍ସା କଲେଜ ରେ ପି.ଏଚ.ଡି କରୁଛନ୍ତି । ଶ୍ରୀ ପ୍ରଧାନ ଭୀମ ଭୋଇ ଅନ୍ଧ ବିଦ୍ୟାଳୟ ରୁ ଶିକ୍ଷକତା ଆରମ୍ଭ କରିଥିଲେ । ବାପା ରବିରଞ୍ଜନ ବର୍ତ୍ତମାନ ନୂଆପଡ଼ା ଜିଲ୍ଲା ବୋଡ଼େନ କଲେଜ ରେ ଓଡ଼ିଆ ଅଧ୍ୟାପକ ଭାବେ କାର୍ଯ୍ୟରତ ।୨୦୧୮ ମସିହାରେ ଇଣ୍ଡୋନେସିଆ ରେ ଅନୁଷ୍ଠିତ ହୋଇଥିବା ଏସିଆନ୍ ପାରାଗେମ ରେ କୃତିତ୍ୱ ହାସଲ କରି ରୈାପ୍ୟପଦକ ହାସଲ କରିବାରେ ସକ୍ଷମ ହୋଇ ଭାରତ ତଥା ଓଡ଼ିଶା ରାଜ୍ୟ ପାଇଁ ଗୈାରବ ଆଣିଥିଲେ । ଓ ଅଞ୍ଚଳ ବାସୀଙ୍କ ପାଇଁ ଗୌରବ ର ବିଷୟ ।ସେ ସମୟ ରେ ଭାରତ ର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବିନ ପଟ୍ଟନାୟକ ଙ୍କ ଠାରୁ ସେ ସମ୍ମାନୀତ ହୋଇଥିଲେ । ଗୀତ ଗାଇବା,ପାଠ୍ୟପୁସ୍ତକ ଅଧ୍ୟୟନ ସହ ବିଭିନ୍ନ ମାଗିଜିନ ପଢ଼ିବା,ଚେସ ଖେଳିବା ତାଙ୍କର ଋଚୀ । ପିଲା ମାନଙ୍କୁ ଚେସ ଖେଳ ଶିଖାଇବା ତାଙ୍କର ସଉକ । ଚେସ ଖେଳ ସମ୍ପର୍କରେ ସେ ବର୍ତ୍ତମାନ ଗବେଷଣାରତ । ପ୍ରଶାସନୀକ ସେବାରେ ଯୋଗଦାନ କଲାପରେ ଅସହାୟ ବିକଳାଙ୍ଗ ମାନଙ୍କ ପାଇଁ ଆସୁଥିବା ସମସ୍ତ ସରକାରୀ ସୁବିଧା ଠିକଭାବେ କିଭଳି ସେମାନଙ୍କ ପାଖରେ ପହଞ୍ଚି ପାରିବ ସେ ନେଇ ମୁଁ ଉଦ୍ୟମ କରିବା ସହ ଜନସାଧାରଣ ଙ୍କ ସେବାରେ ସବୁବେଳେ କର୍ତ୍ତବ୍ୟ କରି ଚାଲିବି ବୋଲି ଶ୍ରୀ ପ୍ରଧାନ ଆମ ପ୍ରତିନିଧି ଙ୍କ ପ୍ରଶ୍ନ ଉତ୍ତର ରେ ପ୍ରକାଶ କରିଛନ୍ତି ।ପ୍ରେରଣା ନିୟୁଜ୍  ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଉଛି ।

ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like