-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

୨୫ ବର୍ଷ ରେ ପଦାର୍ପଣ କଲା ରିଂଜା ଗଜଲକ୍ଷ୍ମୀ ପୂଜା.....

08-Oct-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା  କର୍ଲାମୁଣ୍ଡା ବ୍ଲକ ରିଂଜା   (ବସ୍ତି) ଠାରେ ଗଜ ଲକ୍ଷ୍ମୀ ପୂଜା ଶନିବାର କଳସ ଯାତ୍ରା ଆରମ୍ଭ ହୋଇଯାଇଛି।ଏହି ଅବସରରେ ପୂଜା କମିଟି ନେତୃତ୍ୱରେ ଶତାଧିକ ମହିଳା ପୁରୁଷ ମାନେ ନିକଟସ୍ଥ ଉତେଇ ନଦୀ ରୁ କଳସ ପାଣି ନେଇ ଶୋଭାଯାତ୍ରାରେ ଆସି ପୂଜା ମଣ୍ଡପ ଠାରେ ପହଞ୍ଚିଥିଲେ।ତେବେ ରବିବାର, ସୋମବାର ଓ ମଙ୍ଗଳବାର ତିନି ଦିନ ବ୍ୟାପି ହେବାକୁ ଥିବା ଏହି ପୂଜାରେ ସୁନ୍ଦରାକାଣ୍ଡ ପାରାୟଣ ରେ ପାରାୟଣ ଗାୟିକା ସୁଶ୍ରୀ ପ୍ରାପ୍ତି ଆଚାର୍ଯ୍ୟ, ପୂଜକ ସୁଧାଂଶୁ ଷଡ଼ଙ୍ଗୀ ଓ ଯଜ୍ଞ କର୍ତ୍ତା ଭାବେ ନୀଳମଣି ସାହୁ,ତାଙ୍କ ପତ୍ନୀ ଲୀଳାବତୀ ସାହୁ ରହିଛନ୍ତି। ଅନ୍ୟ ପଟେ ଏହି ଗଜଲକ୍ଷ୍ମୀ ପୂଜା ଟି ୨୫ ବର୍ଷ ରେ ପଦାର୍ପଣ କରୁଥିବା ରୁ ଗ୍ରାମ ବାସୀ ମନରେ ଉତ୍ସାହ ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like