-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଓଡିଶା ପ୍ରଶାସନିକ ସେବାରେ କୃତକାର୍ଯ୍ୟ ହେଲେ ଶାଶ୍ୱତ ଶୋଭନ ମହାପାତ୍ର*-- *ଶୁଭେଚ୍ଛା ଜଣାଇଲେ ସୁବର୍ଣ୍ଣପୁର, ବୌଦ୍ଧ ଓ ବାଲାଙ୍ଗୀର ଅଞ୍ଚଳ ଅଗଣିତ ଶୁଭେଛୁ

08-Oct-2022



ସୁବର୍ଣ୍ଣପୁର:  ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସୋନପୁରର ପୂର୍ବତନ ତଥା ବର୍ତ୍ତମାନ ର ଟିଟିଲାଗଡ଼ ଶିଶୁ ବିଦ୍ୟା ମନ୍ଦିରର କାର୍ଯ୍ୟରତ ପ୍ରାଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶ୍ୟାମ ସୁନ୍ଦର ମହାପାତ୍ର ଓ ସୁଗୃହିଣୀ ଶ୍ରୀମତୀ ତରଙ୍ଗିଣୀ ମହାପାତ୍ରଙ୍କ ସୁପୁତ୍ର ଶାଶ୍ଵତ ଶୋଭନ ମହାପାତ୍ର ସମ୍ପ୍ରତି ପ୍ରକାଶ ପାଇଥିବା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୦ ରେ ୧୫୩ ରେଙ୍କ୍ ରେ ଉତ୍ତୀର୍ଣ୍ଣ ହୋଇ ସୋନପୁର, ବାଲାଙ୍ଗୀର ତଥା  ନିଜ ଘର ବୌଦ୍ଧ  ଏ ସମଗ୍ର ଅଞ୍ଚଳର ଗୌରବ ବୃଦ୍ଧି କରିଛନ୍ତି। ସେ ୨୦୧୦ ବର୍ଷରେ  ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ସୋନପୁରରେ ନିଜର ମାଧ୍ୟମିକ ଶିକ୍ଷା ସମାପ୍ତ କରିବା ପରେ ସୋନପୁର ମହା ବିଦ୍ୟାଳୟରେ  ନିଜର ଉଚ୍ଚଶିକ୍ଷା ସମାପ୍ତ  କରିଥିବା ବେଳେ ଶ୍ରୀମାନ ଶୋଭନ  ଖେଳକୁଦ, ବକ୍ତୃତା, ବିଜ୍ଞାନ ପ୍ରକଳ୍ପ, ଏଂକରିଂ,  ସାଂସ୍କୃତିକ କାର୍ଯ୍ୟକ୍ରମ  ତଥା ବିଭିନ୍ନ ପ୍ରତିଯୋଗିତା ରେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ସୁବର୍ଣ୍ଣପୁର ଜ଼ିଲ୍ଲା ତଥା ରାଜ୍ୟ ସ୍ତର ରେ ସମ୍ବର୍ଦ୍ଧିତ ହୋଇଛନ୍ତି l ଏବଂ ସେ କୌଣସି ଜାଗାରେ କୋଚିଂ ନକରି  ସେ ନିଜସ୍ଵ ପ୍ରଚେଷ୍ଟା ରେ ଏହି କୃତିତ୍ବ ହାସଲ କରିଛନ୍ତି ଯାହାକି ଅନ୍ୟ ଛାତ୍ର ଛାତ୍ରୀ ଙ୍କ ପାଇଁ ଏକ ପ୍ରେରଣା ଅଟେ । ଏହି ସଫଳତାର ଶ୍ରେୟ ସେ ନିଜର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ପିତାମାତାଙ୍କୁ ପ୍ରଦାନ କରିଛନ୍ତି । ତାଙ୍କର ଏହି ସଫଳତାରେ ଏ ସମଗ୍ର ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି। ଶୋଭନ ର ପିତା ତଥା ସୁବର୍ଣ୍ଣପୁର ଶିଶୁ ବିଦ୍ୟା ମନ୍ଦିରରେ  ଦୀର୍ଘ ବର୍ଷ ଧରି  ଖୁବ ଶୃଙ୍ଖଳିତ, ନିଷ୍ଠା, ଦକ୍ଷତା, ଓ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ତୁଲାଇ ହଜାର ଛାତ୍ର ଛାତ୍ରୀ ଙ୍କୁ ଭଲ ମଣିଷ କରି ଗଢିଥିବା ଓ ବିଦ୍ୟାଳୟ ରେ ସୁ -ଶାସନ ଓ ସଂସ୍କାର ଆଣିଥିବା ପ୍ରାକ୍ତନ ପ୍ରାଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ଏହା ଏକ ରିୱାର୍ଡ ଏବଂ ମା ସୁରେଶ୍ୱରୀ,   ସମଲେଶ୍ୱରୀ ଓ ଭୈରବୀଙ୍କ ଆଶୀର୍ବାଦ ବୋଲି ଏ ଅଞ୍ଚଳ ର ବୁଦ୍ଧିଜୀବୀ ମତ ରଖି ଶ୍ରୀ ମହାପାତ୍ରଙ୍କୁ ଶୁଭେଚ୍ଛା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like