-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ର ରାମକୃଷ୍ଣ ସତ୍ୟରାଜ ଗୁରୁ-- ଜ଼ିଲ୍ଲା ପାଇଁ ଆଣିଲେ ଗୌରବ

08-Oct-2022



ସୁବର୍ଣ୍ଣପୁର (ମନୋରଂଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜ଼ିଲ୍ଲା ମହାନଦୀ ଛକ ହିକୁଡି ଗାଁ ର ଜଣା ଶୁଣା ସମାଜସେବୀ ତଥା ପ୍ରକୃତି ବନ୍ଧୁ  ରାଜୀବ ଲୋଚନ ଗୁରୁ ଓ ସରକାରୀ ଶିକ୍ଷୟିତ୍ରୀ ସତ୍ୟଭାମା ମିଶ୍ର ଙ୍କ ସୁ -ପୁତ୍ର ରାମ କ୍ରିଷ୍ଣା ସତ୍ୟରାଜ ଗୁରୁ ସମ୍ପ୍ରତି ପ୍ରକାଶ ପାଇଥିବା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-2020 ରେ 18 ନମ୍ବର ରେଙ୍କ୍ ରେ ଉତ୍ତୀର୍ଣ୍ଣ ହୋଇ ଏହି ଅଞ୍ଚଳର ଗୌରବ ବୃଦ୍ଧି କରିଛନ୍ତି l ଶ୍ରୀମାନ ଗୁରୁ ସାହାରା ଟ୍ରଷ୍ଟ ହାଇସ୍କୁଲ ରେ  ସୋନପୁରରେ ନିଜର ମାଧ୍ୟମିକ ଶିକ୍ଷା ସମାପ୍ତ କରିବା ପରେ ଓ ୟୁ ଏ ଟି ଭୁବନେଶ୍ୱର, ଇନ୍ଦିରା ଗାନ୍ଧୀ କୃଷି ମହାବିଦ୍ୟାଳୟ ରାଏପୁର -ଛତିଶଗଡ଼, ଏବଂ ଏଗ୍ରିକଲଚର ରେ ପି ଏଚ ଡି କ୍ୟାରିଅର  ଗଢ଼ି  ଆଇ ସି ଏ ଆର  ଗବେଷଣା କେନ୍ଦ୍ର ରୁ ସେ ସ୍କୋଲାରସିପ ପାଇଥିବା ଜଣାଯାଏ l l ସେ  ପ୍ରଥମ ଥର ର ପରୀକ୍ଷା ରେ ଏହି କୃତିତ୍ବ ହାସଲ କରିଛନ୍ତି ।  ଏବଂ ଏହି ସଫଳତାର ଶ୍ରେୟ ସେ ନିଜର ସମସ୍ତ ସ୍କୁଲ କଲେଜ ଟିଚର  ବିଶେଷ ଭାବେ ସାହାରା ର ଏଚ ଏମ ଗତିକୃଷ୍ଣ ମିଶ୍ର, ଦିଲ୍ଲୀପ ପଣ୍ଡା ଓ  ପିତାମାତାଙ୍କୁ ପ୍ରଦାନ କରିଛନ୍ତି । ତାଙ୍କର ଏହି ସଫଳତାରେ ସୋନପୁର ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଥିବା ବେଳେ ଆଜି ଶ୍ରୀମାନ ଗୁରୁ ପରିବାର ର ଅଗଣିତ ଶୁଭେଛୁ ଓ ଏ ଏସ ରାମକୃଷ୍ଣ ଓ ତାଙ୍କର ପିତା ମାତା ଙ୍କୁ  ଫୋନ ଯୋଗେ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like