-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ପପିଲଖୁଣ୍ଟା  ଗ୍ରାମରେ କରମସାନୀ ପୂଜା ଅନୁଷ୍ଠିତ ।

09-Oct-2022



ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲ ପଞ୍ଚାୟତ ଅନ୍ତର୍ଗତ ପିପଲଖୁଣ୍ଟା ଗ୍ରାମରେ କରମସାନୀ ପୂଜା ଧୂମଧାମରେ ପାଳନ କରାଯାଇଛି । ଏହି ପୂଜାରେ କରମା

ଗଛର ଡାଳକୁ ଅଣାଯାଇ ଗ୍ରାମର ମଝିରେ ସ୍ଥାପନ କରି ପୂଜା କରିଛନ୍ତି । କରମସାନୀ ଭଗବାନ ନିଜର ବରୁଆ ଦେହରେ ଓହ୍ଲାଇ ଆସି ସମସ୍ତ ଭକ୍ତଙ୍କ ତଥା ଗାଁର ସମସ୍ତଙ୍କ ମନସ୍କାମନା ପୂରଣ କରିଛନ୍ତି । ଏଥିରେ ଅନେକ କରମାସାନୀ ଦଳ ସାମିଲ ହୋଇ କରମା ଗୀତ ଓ ତାଳ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ସମେତ ଗ୍ରାମକୁ ଝୁମେଇ ଦେଇଛନ୍ତି । ଗାଁର ଗୌନ୍ତିଆ ପଦ୍ମ ହଂସ,କରମସାନୀ ପୂଜା କମିଟି ସଭାପତି ହେମନ୍ତ ହଂସ,ମଧୁସୂଦନ ପାଣ୍ତେ,ସୁଥର ମଲ୍ଲିକ,କମଲ ସିଂ,ଦିଲୀପ କଲେତ,ଦଆନ ବରିହା,ଗଙ୍ଗାଧର ଭୁଏ ପୂଜା କମିଟି ତଥା ଗ୍ରାମର ବିଭିନ୍ନ ଲୋକଙ୍କ ସହାୟତାରେ ସଫଳତା ସହ କରମସାନୀ ପୂଜା ପାଳନ ହୋଇଅଛି । ଏହି ପୂଜାକୁ ଗ୍ରାମ ତଥା ଆଖପାଖର ଅନେକ ଲୋକଙ୍କ ଗହଳି ଲାଗିଅଛି ।

ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଓ ପ୍ରସନ୍ନ ମହାନନ୍ଦ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like