-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||     

HOME   ଜିଲ୍ଲା

ସ୍ମାର୍ଟ ଲାଇବ୍ରେରୀକୁ ଛାତ୍ରଛାତ୍ରୀଙ୍କ କ୍ୟାରିଅର ପୁସ୍ତକ ଦାନ କଲେ ଅବସରପ୍ରାପ୍ତ କର୍ମଚାରୀ

09-Oct-2022



ବିନିକା(ହିମାଂଶୁ ଶେଖର ପୁଟେଲ) ମାନ୍ୟବର ପୂର୍ବତନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ପ୍ରଚେଷ୍ଟା କ୍ରମେ ଗତ ଜୁନ ୧୩ତାରିଖରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଦ୍ଵାରା ବିନିକା ସ୍ପୋର୍ଟସ କ୍ଲବ ଠାରେ ଉଦ୍ଘାଟିତ ହୋଇଥିବା ସ୍ମାର୍ଟ ଲାଇବ୍ରେରୀକୁ ଅଧ୍ୟୟନ ପାଇଁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ କ୍ୟାରିଅର ଗଠନ ଉଦ୍ଦେଶ୍ୟରେ ମତ୍ସ୍ୟ ବିଭାଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଗୌତମ ମିଶ୍ର,ମେଡିକାଲ,ବେକିଂ,ରେଲୱେ,ଇନସୁରାନସ,ଏସଏସସି,ୟୁପିଏସି,ଓପିଏସସି,ପିଏସୟୁ ଆଦି କୋର୍ସ ପ୍ରସ୍ତୁତି ସହିତ ଜ୍ଞାନ ଆହରଣ,ବିଜ୍ଞାନ ବିଭାଗରେ ଅଧ୍ୟୟନ ଛାତ୍ରଛାତ୍ରୀଙ୍କ ପୁସ୍ତକ ଏହିପରି ସର୍ବମୋଟ ୯୯ଖଣ୍ଡ ପୁସ୍ତକ ଓ ୪୪ଖଣ୍ଡ ନୋଟ ବହି ପ୍ରଦାନ କରିଛନ୍ତି ।ସେହିପରି ଓଡ଼ିଶା ନାଟକ ଏକାଡେମୀ ସଦସ୍ୟ ଶାଶ୍ଵତ କୁମାର ତ୍ରିପାଠୀ ମଧ୍ୟ ବିଭିନ୍ନ ବର୍ଗର ବ୍ୟକ୍ତିଙ୍କ ରୁଚି ସମ୍ପନ୍ନ ୧୭ଖଣ୍ଡ ପୁସ୍ତକ ଦାନ କରିଛନ୍ତି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର,ବିନିକା ସାମ୍ବାଦିକ ସଂଘ ସମ୍ପାଦକ ଅଶୋକ କୁମାର ପଣ୍ଡା, ସାମାଜିକ କର୍ମୀ ରାମ ଗୋପାଳ ବାଘ,ଲାଇବ୍ରେରୀ ଇନଚାର୍ଜ ହିମାଂଶୁ ଶେଖର ପୁଟେଲ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026

You Might Also Like