-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସଦଭାବନା ଭାଈଚାରାmର ଉଦାହରଣ ଦେଲା ଆମ୍ବେଦକ ଯୁବ ସଂଘ

09-Oct-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ଆଜି ମହମ୍ମଦ ପେଗାମ୍ବରଙ୍କ ଜନ୍ମ ଜୟନ୍ତୀ ଓ ଇଦ୍ ଉଲ୍ ମିଲଦୁନ୍ନବି ଉପଲକ୍ଷେ ମୁସଲିମ ସମ୍ପ୍ରଦାୟର ଲୋକେ ଆଜି ଆଶ୍ରମ ପଡାରୁ ଏକ ବିଶାଲ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା l କଣ୍ଟାବାଞ୍ଜି ମସଜିଦ ରେ ପଞ୍ଚବା ପରେ ଶୋଭାଯାତ୍ରା ଶେଷ ହୋଇଥିଲା। ମୁସଲିମ ସମାଜ ପକ୍ଷରୁ ଶୋଭାଯାତ୍ରାରେ  ପୂର୍ବତନ ବିଧାୟକ ଆୟୁବ ଖାନ୍ ଓ ଶେଖ୍ ଅନବର (ଗୁଡା), ଫିରୋଜ

ଖାନ୍, ତାହିର ଖାନ୍, । ଏହି ଅଵସରରେ ଆମ୍ବେଦକର ଯୁବ ସଂଘ ବେହେରେନସିଲେଟ ପକ୍ଷରୁ ଏହି ଶୋଭାଯାତ୍ରାକୁ ଶଦ୍ ଭାବନା ଭାଈଚାରାର ଉଦାହରଣ ଦେଇ ଲୋକଙ୍କୁ ପାନୀୟ ଜଳ ଓ ସର୍ବତ ବଣ୍ଟନ କରିବା ସହ ସ୍ବାଗତ ସମ୍ବନ୍ଧନା ଦିଆଯାଇଥଲା l ପୂର୍ବତନ ବିଧାୟକ ଆୟୁବ ଖାଁ ଓ ସମାଜର ବିଭିନ୍ନ ପଦାଧିକାରୀଙ୍କୁ ଫୁଲତୋଡ଼ା ଦେଇ ଯୁବ ସଂଘ ସଦସ୍ଯ ସ୍ବାଗତ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଆମ୍ବେଦକର ଯୁବ ସଂଘ ସଭାପତି ରୋହନ କୁମାର ମହତ, ଉପଦେଷ୍ଠା ଯୁଗଳ କିଶୋର ଶବର, ତୁଲାରାମ ଜଗତ, ସମ୍ପାଦକ ମହୋନ ସୁନା,ଉପ ସଭାପତି ରାଜେଶ ମହାନନ୍ଦ , କୋଷାଧ୍ୟକ୍ଷ, ସୁମନ ମହତ, ସଦସ୍ଯ, ଦୁର୍ଗେ ତାଣ୍ଡି, ମିଳନ ସୁନା,ରିତିକ ଜାଲ,ଅଭିମନ୍ୟୁ ଜାଲ, ଇଶ୍ବର ସୁନା, ସହ ଅନ୍ଯ ମାନେ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like