-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣା ମ୍ୟାଚ...... ସରଗୁଲ ଦଳ ବିଜୟୀ

09-Oct-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ବିନ୍ଧାଣୀ ଆର.ଏସ କମିଟି ପକ୍ଷରୁ ରବିବାର  ଛଅ ଓଭର ବିଶିଷ୍ଟ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଅଞ୍ଚଳର ମୋଟ ଆଠଟି ଦଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲା ବେଳେ ତେରେସିଙ୍ଗା ଓ ରିଷିଡା ଦଳ ପ୍ରାରମ୍ଭିକ ମ୍ୟାଚ ଖେଳିଥିଲେ। ଶେଷରେ ଭାଲୁପିଆ ଓ ସରଗୁଲ ଦଳ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା ।ଏଥିରେ ସରଗୁଲ ଦଳ ଚମ୍ପିୟାନ ହୋଇଥିଲେ। ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ମୁଖ୍ୟ ଅତିଥି ଭାବେ ତେରେସିଙ୍ଗା ପଞ୍ଚାୟତର ସରପଞ୍ଚ ପ୍ରମୋଦ ସୁନା,  ସମ୍ମାନିତ ଅତିଥି ଭାବେ   ଗାଳ୍ପିକ-ଗୀତିକାର-ଅଭିନେତା- ତଥା କ୍ଷୁଦ୍ର ଚଳଚ୍ଚିତ୍ର ନିର୍ଦ୍ଦେଶକ ସଂଜୀବ କୁମାର ନାଗ ଏବଂ ବିନ୍ଧାଣୀ କ୍ରିକେଟ ଦଳର ପୂର୍ବତନ ଖେଳାଳୀ ଚରଣ ବାଗ  ପ୍ରମୁଖ ଯୋଗ ଦେଇ ବିଜୟୀ ଦଳ କୁ ନଗଦ ରାଶି ପ୍ରଦାନ କରିଥିଲେ। ସରଗୁଲ ଦଳର ହିରୋ ଜାନୀ ଫାଇନାଲ ମ୍ୟାଚର ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like