-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଏକଲ୍ ର ରାଜ୍ୟ ସ୍ତରୀୟ ଖେଳକୁଦ..... ହାଇଜମ୍ପରେ କର୍ଲାମୁଣ୍ଡାର ହରିପ୍ରୀୟା ପ୍ରଥମ

09-Oct-2022



କର୍ଲାମୁଣ୍ଡା:( ପ୍ରଦିପ କୁମାର ସାହୁ)
ଏକଲ୍ ଅଭିଯାନ ଦ୍ୱାରା ଆୟୋଜିତ ରାଜ୍ୟ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଗୋଳ ଜିଲ୍ଲାର ନାଲକୋ ନଗରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରାଜପୁର ପଞ୍ଚାୟତ ର ସୁରୁଜୁଲି ଗ୍ରାମର ସୁଶ୍ରୀ ହରିପ୍ରୀୟା ରଣା ଉଚ୍ଚଡିଆଁ (ବାଲ୍ ବିଭାଗ)ରେ ପ୍ରଥମ ସ୍ଥାନ ହାସଲ କରି କର୍ଲାମୁଣ୍ଡା ବ୍ଲକ୍ ପାଇଁ ଗୌରବ ଆଣିଛନ୍ତି l ସେ ସୁରୁଜୁଲି ଗ୍ରାମର ରାଜପତି ରଣା ଓ ରଶ୍ମିତା ରଣାଙ୍କ ଦ୍ବିତୀୟ କନ୍ୟା l  ଖେଳ ପ୍ରତି ତାଙ୍କ ଆଗ୍ରହ ଯୋଗୁଁ ଆଜି ରାଜ୍ୟସ୍ତରରେ ପ୍ରଥମ ହୋଇଥିବା ଜାଣି ତାଙ୍କ ମାତା ପିତା ବହୁତ ଖୁସି ଅଛନ୍ତି l ପ୍ରଥମେ ବ୍ଲକ୍ ଓ ପରେ ଜିଲ୍ଲା ସ୍ତରରେ ଦୌଡ଼ ଓ ଉଚ୍ଚଡିଆଁ ରେ ପ୍ରଥମ ସ୍ଥାନ ହାସଲ କରିଥିଲେ l ଅନୁଗୋଳ ଜିଲ୍ଲାର ନାଲକୋ ନଗରରେ ହୋଇଥିବା ରାଜ୍ୟ ସ୍ତରୀୟରେ ଖେଳକୁଦ୍ ର ଉଚ୍ଚଡିଆଁ ପ୍ରତିଯୋଗିତାରେ ହରିପ୍ରୀୟା ରଣା ପ୍ରଥମ ହୋଇଛନ୍ତି l ଆସନ୍ତା ନଭେମ୍ବର ମାସରେ ଜାତୀୟ ସ୍ତରରେ ଖେଳିବା ପାଇଁ ଲକ୍ଷ୍ନୌ (ଉତ୍ତର ପ୍ରଦେଶ)କୁ ଯିବାକୁ ସ୍ଥିର ହୋଇଥିବା ଜଣାଯାଏ l ବର୍ତ୍ତମାନ ହରିପ୍ରିୟା ସୁରୁଜୁଲି  ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ଅଟନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like