-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ଦ୍ୱିବାର୍ଷୀକ ସାଧାରଣ ପରିଷଦ୍ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ, ଶିବପ୍ରସାଦ ପରିଡା ସଭାପତି ଓ ଶିଶିରକାନ୍ତ ଶତପଥି ସଂପାଦକ 

09-Oct-2022



ବଲାଙ୍ଗିର --ଜିଲ୍ଲା ସାମ୍ବାଦିକ ସଂଘର ସଭାକକ୍ଷରେ  ସଂଘର  ସାଧାରଣ ପରିଷଦ ବୈଠକ ଓ ଆଗାମୀ ଦୁଇବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ ସହମତି ଭିତ୍ତିରେ ଅନୁଷ୍ଠିତ  ହୋଇଯାଇଛି । ନୂତନ ଭାବରେ ଆଗାମି ଦୁଇ ବର୍ଷ ପାଇଁ ଶିବପ୍ରସାଦ ପରିଡା ସଭାପତି ଭାବରେ ନିର୍ବାଚିତ ହୋଇଥିବା ବେଳେ ସାଧାରଣ ସଂପାଦକ ଭାବରେ ଶିଶିରକାନ୍ତ ଶତପଥି ନିର୍ବାଚିତ ହୋଇଛନ୍ତି । 
    ବୈଠକର ପ୍ରାରମ୍ଭରେ ସଂଘର ସଭାପତି ହରିନାରାୟଣ ପୁଝାରୀଙ୍କ ସଭାପତିତ୍ୱରେ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାର ତିନି ଗୋଟି ଉପଖଣ୍ଡର ସଦସ୍ୟମାନେ ଯୋଗଦେଇ ସାଙ୍ଗଠାନିକ ବ୍ୟାପାର ଉପରେ ଆଲୋଚନା କରିଥିଲେ । ସଂଘର ସାଧାରଣ ସମ୍ପାଦକ ବଳରାମ ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ବିଗତ ବର୍ଷ ଗୁଡିକର  ସଂଘର ଆୟବ୍ୟୟର ବିବରଣୀ ସର୍ବସମ୍ମତି କ୍ରମେ ଗ୍ରୁହୀତ ହୋଇଥିଲା । ନୂତନ ସଦସ୍ୟମାନଙ୍କୁ ସ୍ୱାଗତ କରାଯିବା ସହ ସଂଘ ପ୍ରତି ନିଷ୍ଠାର ସହ ସଂଘକୁ ସଂଘୀୟ ଭିର୍ତିରେ ଆଗେଇ ନେବାକୁ ସଭାପତି ଶ୍ରୀ ପୁଝାରି ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ସଂଘର ବିଭିନ୍ନ ସମସ୍ୟା ଓ ସଦସ୍ୟ ମାନଙ୍କର ସମସ୍ୟାକୁ କିପରି ଦୂର କରାଯାଇପାରିବ ସେ ସମ୍ପର୍କରେ ଉପସ୍ଥିତ ସଭ୍ୟ ମାନେ ନିଜସ୍ୱ ମତ ଦେଇଥିଲେ । 
    ସାଧାରଣ ପରିଷଦ ବୈଠକ ପରେ ସଭାପତି ଶ୍ରୀ ପୁଝାରୀଙ୍କ ଆହ୍ୱାନ କ୍ରମେ  ପୂର୍ବ କାର୍ଯ୍ୟକାରୀ କମିଟିର ନିଷ୍ପତି ଅନୁଯାୟି ସଂଘର ନୂତନ କର୍ମକର୍ତାଙ୍କ ନିର୍ବାଚନ କରିବା ସକାଶେ ବରିଷ୍ଠ ସାମ୍ବାଦିକ ସୁଭାଷ ଚନ୍ଦ୍ର ପଣ୍ଡାଙ୍କୁ ନିର୍ବାଚନ ଅଧିକାରୀ,ସହନିର୍ବାଚନ ଅଧିକାରୀ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକଙ୍କୁ ନିର୍ବାଚନ ପରିଚାଳନା କରିବା ପାଇଁ ଦାୟିତ୍ୱ ଅର୍ପଣ କରାଯାଇଥିଲା । ସଂଘୀୟ ନୀତି ଓ ଆଦର୍ଶ ଭିର୍ତ୍ତିରେ ସଂଘର ଆଗାମୀ ଦୁଇବର୍ଷ ପାଇଁ ସଭାପତି ଭାବରେ ଶିବ ପ୍ରସାଦ ପରିଡା, ଉପସଭାପତି ଭାବରେ ବଳରାମ ମିଶ୍ର, ଦୀପକ ସମ୍ମାଦାର,ଲକ୍ଷ୍ମୀକାନ୍ତ ମିଶ୍ର ସାଧାରଣ ସମ୍ପାଦକ ଭାବରେ ଶିଶିରକାନ୍ତ ଶତପଥି, ସମ୍ପାଦକ ଭାବରେ ରଞ୍ଜିତ ବେହେରା,ଅଭୟ କୁମାର ତ୍ରିପାଠୀ, ସଞ୍ଜୟ ବେହେରା ସାଂଗଠାନିକ ସମ୍ପାଦକ ଭାବରେ ଶରତ କୁମାର ମିଶ୍ର ଓ କୋଷାଧ୍ୟକ୍ଷ ଭାବରେ ସୁନୀଲ କୁମାର ମହାନ୍ତି ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି । ଠିକ ସେହିପରି  କାଯ୍ୟକାରୀ କମିଟି କୁ ମାନସ ରଞ୍ଜନ ମହାନ୍ତି ,ଶ୍ରିବତ୍ସ ବେହେରା,ସଦାଶିବ ସରାଫ, ବଂଶିଧର ସେଠ,ଚନ୍ଦ୍ରଭାନୁ ମୋଲଣା,ଶରତ କୁମାର ମହାକୁଡ,ବିମଳ ଚରଣ ହୋତା,ସତ୍ୟସୁନ୍ଦର ଭଞ୍ଜ,ଘଟେଶ୍ୱର ମିଶ୍ର ପ୍ରମୁଖ ମନୋନୀତ ହୋଇଥିଲେ ।ଉପଦେଷ୍ଠା କମିଟି ସଦସ୍ୟ ଭାବରେ ରାମ କୁମାର ଅଗ୍ରୱାଲ,ଗୋପବନ୍ଧୁ ଶତପଥୀ,ନବୀନ କୁମାର ପଶାୟତ,ସୁବାଷ ଚନ୍ଦ୍ର ପଣ୍ଡା, ହରିନାରାୟଣ ପୁଝାରୀ,ଦିଲୀପ କୁମାର ପୁରୋହିତ, ସୁଧିର ଚନ୍ଦ୍ର ପଣ୍ଡା,ସୋମନାଥ ଆଚାର୍ଯ୍ୟ ପ୍ରମୁଖ ସର୍ବସମ୍ମତି କ୍ରମେ ଆଗାମି ଦୁଇ  ବର୍ଷ ପାଇଁ ମନୋନିତ ହୋଇଛନ୍ତି । ନର୍ବନିର୍ବାଚିତ କର୍ମକର୍ତା ମାନଙ୍କୁ  ପୁର୍ବତନ ସଭାପତି  ହରିନାରାୟଣ ପୁଝାରୀ ପୁଷ୍ପ ଗୁଚ୍ଚ ଦେଇ ସ୍ୱାଗତ କରିବା ସହ ସଂଘର ଉତ୍ତୋରତର ଉନ୍ନତି ଦିଗରେ କାଯ୍ୟ କରିବାକୁ ଦିଗଦର୍ଶନ ଦେଇଥିଲେ ।ଏହି ଅବସରରେ ବାଲଙ୍ଗିର ଜିଲ୍ଲାର  ଦିଂବଗତ ସାମ୍ବାଦିକ ମାନଙ୍କ ଅମର ଆତ୍ମାର ସଦଗତୀ ନିମନ୍ତେ ଏକମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।  ଶେଷରେ  ପୂର୍ବତନ ସାଧାରଣ ସମ୍ପାଦକ ବଳରାମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like