-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ର ଜିଲ୍ଲା ସ୍ତରୀୟ ବୈଠକ

09-Oct-2022



କ୍କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ  ରୁପ୍ରା ଭାଲୁକଟା ଠାରେ ରବିବାର ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ର ଜିଲ୍ଲା ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଜିଲ୍ଲା ସଭାପତି ନୀଳମଣି ସାହୁ ସଭାପତି ତ୍ୱ ରେ ଜିଲ୍ଲା କମିଟି, ବ୍ଲକ କମିଟି, ମଣ୍ଡଳ କମିଟି ଓ ଗ୍ରାମ୍ୟ କମିଟି ର କର୍ମ କର୍ତ୍ତା ମାନେ ଉପସ୍ଥିତ ଥିଲେ।ପ୍ରଥମେ ଜିଲ୍ଲା କମିର ସଭ୍ୟ ସ୍ବର୍ଗତ ଦୈତାରୀ ସାହୁ ଙ୍କ ଉଦେଶ୍ୟ ରେ ଦୁଇ ମିନିଟ ନୀରବ ପ୍ରାଥନା କରାଯିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଜିଲ୍ଲା ସଭାପତି ନୀଳମଣି ସାହୁ ସମସ୍ତଙ୍କୁ ସ୍ୱାଗତ ଜଣେଇବା ସହ  ଆଗାମୀ ବାର୍ଷିକ ଉତ୍ସବ,ଓ ରୁପ୍ରା ଠାରେ ଥିବା ନବ ନିର୍ମିତ ମନ୍ଦିର ର ପ୍ରତିଷ୍ଠା ଉତ୍ସବ ପାଇଁ ସମସ୍ତ ଙ୍କ ମତା ମତ କାମନା କରିଥିଲେ।ଜିଲ୍ଲା ସମ୍ପାଦକ ନବୀନ କିଶୋର ସାହୁ  ବୈଠକର ଲକ୍ଷ୍ୟ ଉଦେଶ୍ୟ ଜ୍ଞାପନ କରିଥିଲେ।

ସଭାରେ  ସମସ୍ତ ବିଷୟ କୁ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରାଯାଇ ଆସନ୍ତା ଡିସେମ୍ବର ମାସ ପ୍ରଥମ ସପ୍ତାହ ରେ ବାର୍ଷିକ ଉତ୍ସବ ଓ ମନ୍ଦିର ପ୍ରତିଷ୍ଠା କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏଥିରେ ନେଗୀ କୋଦଣ୍ଡ ସାହୁ, କେସିଙ୍ଗା ବ୍ଲକ ସଭାପତି ଚକ୍ରଧର ସାହୁ,କର୍ଲାମୁଣ୍ଡା ବ୍ଲକ ସଭାପତି ଲକ୍ଷ୍ମୀ ପ୍ରସାଦ ସାହୁ ,ନର୍ଲା ବ୍ଲକ ସଭାପତି  ରବିନ୍ଦ କୁମାର ସାହୁ, ଙ୍କ  ସମେତ ବିଭିନ୍ନ କମିଟି ରୁ ସତ୍ୟ ନାରାୟଣ ସାହୁ, ଦିନବନ୍ଧୁସାହୁ (ଘିନୁ),ଟିକୁନୁ ସାହୁ, ଦୁର୍ଗା ପ୍ରସାଦ ସାହୁ, ହିରାମଣି ସାହୁ, ଟୋପିଲାଲ ସାହୁ,ମାହେନ୍ଦ୍ରୀ ସାହୁ,ଭୈରବ ସାହୁ, ଅକ୍ରୁର ସାହୁ,  ଖୁସିରାମ ସାହୁ,ଭରତ ସାହୁ, ସୁଲପାଣି ସାହୁ,କିଶନ ଲାଲ ସାହୁ,  ପରମା ସାହୁ,ଫକୀର ସାହୁ,ମନୋହର ସାହୁ,ବିରଞ୍ଚି ସାହୁ,କୁଞ୍ଜ ବିହାରୀ ସାହୁ,ଅଶ୍ୱିନୀ ସାହୁ,କୈବଲ୍ୟ ସାହୁ,ଚୁଡା ମଣୀ ସାହୁ,ପ୍ରଦୀପ କୁମାର ସାହୁ,ଗଜିନ୍ଦ୍ର ସାହୁ, ଶିବ ପ୍ରସାଦ ସାହୁ, ନୃପରାଜ ସାହୁ, କ୍ଷମା ସାଗର ସାହୁ,କୂଳମଣୀ ସାହୁ, ହେମକିଶୋର ସାହୁ,ହୃଷିକେଶ ସାହୁ,ଉତ୍ସବ ସାହୁ,ଗଣେଶ ସାହୁ,ଧ୍ରୁବ ସାହୁ,ଭୁବନେ ସାହୁ,ଠାକୁର ସାହୁ,  ଖୁସିରାମ ସାହୁ (ରାମପୁର)ଟୁକୁ ସାହୁ, ମନୋଜ କୁମାର ସାହୁ,ପଞ୍ଚାନନ ସାହୁ,ହେମନ୍ତ ସାହୁ, ରଥୀ କିଶୋର ସାହୁ, ଅଗ୍ନି କୁମାର ସାହ,ନେହୁରୁ ଲାଲ ସାହୁ, ମୁରଲୀଧର ସାହୁ,ଜିତ ସାହୁ,ସଞ୍ଜୟ ସାହୁ, ତୀର୍ଥ ସାହୁ ,କ୍ଷମା ସାହୁ, ଗୁରୁଦେବ ସାହୁ,ପ୍ରତାପ ସାହୁ,ପ୍ରମୁଖ ଅନେକ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like