-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||     

HOME   ଜିଲ୍ଲା

ଗଜଲକ୍ଷ୍ମୀ ପୂଜା ପାଇଁ ଚଳଚଞ୍ଚଳ ମୁର୍ଷୁଣ୍ଢୀ: -କଳସ ଶୋଭା ଯାତ୍ରା, -ବିଶେଷ ଆକର୍ଷଣ ମୁରାସୁର ଦରବାର

09-Oct-2022



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ଠାରେ ଗଜଲକ୍ଷ୍ମୀ ପୂଜା ପାଇଁ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।‌ ସକାଳୁ ନିକଟସ୍ଥ ପୋଖରୀରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଗଙ୍ଗା ମାତ ଙ୍କୁ ଆବାହନ କରି ଏକ ଆଧ୍ୟାତ୍ମିକ ପରିବେଶରେ ବହୁ ସଂଖ୍ୟକ ମହିଳା ଓ ପୁରୁଷ ଏକ ଆଧ୍ୟାତ୍ମିକ ପରିବେଶରେ ନଗର ପରିକ୍ରମା କରିଥିଲେ। ପରେ ସମସ୍ତେ ଯାତ୍ରା ପଡ଼ିଆରେ

ଠାରେ ପହଞ୍ଚି  ପୂଜା ମଣ୍ଡପ ସ୍ଥାପନ କରିଥିଲେ। ଏଥିରେ ପୂଜକ ପଣ୍ଡିତ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିଲେ। ଚଳିତ ବର୍ଷ ଏଠାକାର ଗଜଲକ୍ଷ୍ମୀ ପୂଜା ୪୦ ବର୍ଷରେ ପହଞ୍ଚିଛି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସାଜସଜ୍ଜାଠାରୁ ଆରମ୍ଭ କରି ମେଢ଼, ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇଛି। ୧୦୦ରୁ ଉର୍ଦ୍ଧ୍ବ ବ୍ରତଧାରି ନିଷ୍ଠା ଓ କାଷ୍ଟ ସହିତ ବ୍ରତ ଧାରଣ କରିବେ।  ପୂର୍ବ ପ୍ରସ୍ତୁତିମତେ ଏଥିପାଇଁ ଗଠିତ ହୋଇଛି ଏକ ପରିଚାଳନା କମିଟି। ଏଥିରେ ଲବ କୁମାର ସାହୁ  ସଭାପତି , ଉପଦେଷ୍ଟା ରାଜଗୋପାଳ ପାଣିଗ୍ରାହୀ ଓ କୁଶ କୁମାର ସାହୁ , ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣ, ମୋନଜ ନାଏକ, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, ପଦ୍ମନାଭ ପ୍ରଧାନ,‌ସନ୍ତୋଷ ସମର୍ଥ, ଆଦିତ୍ୟ ପ୍ରସାଦ ସାହୁ, ସୁନିଲ ପ୍ରଧାନ, ସତ୍ୟବ୍ରତ ଦ୍ଵାରୀ, ଲୋକନାଥ ସାହୁ, ଗୋପୀନାଥ ସାହୁ, ଶ୍ୟାମ ନନ୍ଦ,ବଲରାମ ପଧାନ ପ୍ରମୁଖ କମିଟିର କର୍ମକର୍ତ୍ତା ଭାବେ ମନୋନୀତ କରାଯାଇଛି।‌ ପୂଜା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଗ୍ରାମରେ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଯିବ।‌ ଏବର୍ଷ ପୂଜାକୁ ଆକର୍ଷଣୀୟ କରିବା ପାଇଁ ମନୋଲୋଭା ମେଢ, ସୁଉଚ୍ଚ ତୋରଣ ଓ ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ଏହା ସହିତ ପ୍ରତ୍ୟହ ସକାଳୁ ମାଁ ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ହେବା ସହିତ ସକାଳେ ଓ ସନ୍ଧ୍ୟାରେ

ପୁଷ୍ପାଞ୍ଜଳି ହେବ। ପୂର୍ବାହ୍ନ ଠାରୁ ଅପରାହ୍ନ ପର୍ଯ୍ୟନ୍ତ ରାମାୟଣ ପାରାୟଣ ହେବ। ଏଥିରେ ବ୍ୟାସ ଭାବେ ଅଜିତ କୁମାର ଦାସ ଯୋଗଦେଇ ପାରାୟଣ ପଠନ କରିବେ। ସନ୍ଧ୍ୟା ସମୟରେ ମୁକ୍ତାକାରେ ମୁରାସୁର ରାଜ ନାଟ୍ୟାଭିନୟ ସହିତ ମଞ୍ଚରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତି,ପ୍ରଶାସକ, ରାଜନେତା ଉପସ୍ଥିତ ରହିବେ। ଏହା ସହିତ ମଞ୍ଚରେ ଆଧୁନିକ ଓ ଲୋକନୃତ୍ୟ ମଧ୍ୟ ପରିବେଷଣ କରାଯିବ। ଏହାବାଦ ମୀନାବଜାର,ଚକ୍ରଦୋଲି, ବ୍ରେକ ଡେନସ ବିଭିନ୍ନ ଘରକରଣା ସାମଗ୍ରୀର ଦୋକାନ ବଜାର ସାଙ୍ଗକୁ ଗୁପଚୁପ ଚାଟ ଭଲି ଚଟପଟା ଖାଦ୍ୟର ମଜା ନେଇ ପାରିବେ ଦର୍ଶକ। ୧୪ ତାରିଖରୁ ଅପେରା ଆରମ୍ଭ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026

You Might Also Like