-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରୋୟଲ ଏକ୍ସୋଟିକା ବାସିନ୍ଦା ସଂଘ ଗଠିତ

09-Oct-2022



ବଲାଙ୍ଗୀର,ତା-- ସ୍ଥାନୀୟ ଲର୍କିପାଲି ରୋୟଲ ଏକ୍ସୋଟିକା ପରିସରରେ ଗୃହମାଲିକ ମାନଙ୍କୁ ନେଇ ଶ୍ରୀମନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପ୍ରାରମ୍ଭରୁ ପୁଲିନ ମିଶ୍ର ଉପସ୍ଥିତ ସମସ୍ତ ଗୃହ ମାଲିକମାନଙ୍କୁ ସଭାକୁ ଆମନ୍ତ୍ରଣ କରିଥିଲେ । ବୈଠକ ର ସଭାପତି ଶ୍ରୀ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ମିଶ୍ର ସଭା କାର୍ଯ୍ୟ ପରିଚାଳନା କରିଥିଲେ । ସର୍ବପ୍ରଥମେ ସ୍ଥାନୀୟ ସର୍ବ ଭାରତୀୟ ଏବଂ ଆନ୍ତର୍ଜାତୀୟ ସ୍ତରରେ ପରଲୋକ କରିଥିବା ମହାନ ଆତ୍ମାମାନଙ୍କ ସଦ୍‌ଗତି କାମନା କରି ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । କାର୍ଯ୍ୟକ୍ରମ ଅନୁଯାୟୀ ଶ୍ରୀ ମିଶ୍ର ବୈଠକର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରି ଆଗାମୀ ଦିନରେ ଯଦି ସବୁ ଗୃହ ମାଲିକମାନେ ଏକଜୁଟ ନ ହେବେ ତେବେ ଯାହାବି ଆନୁସାଙ୍ଗିକ ବ୍ୟବସ୍ଥା ଦେବା ଗୃହ ବିକ୍ରେତା ପ୍ରତିଶୃତି ଦେଇଥିଲେ ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ହେଇନାହିଁ ତାର ଭବିଷ୍ୟତ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ଏବଂ ସଂଘର ମିଳିତ ପ୍ରଚେଷ୍ଟା ଆବଶ୍ୟକ ବୋଲି କହିଥିଲେ । ପୂର୍ବରୁ ସମସ୍ତ ସଭ୍ୟମାନଙ୍କୁ ଦିଆଯାଇଥିବା କାର୍ଯ୍ୟ ସାରିଣୀ ଉପରେ ମତାମତ ରଖିବାକୁ ଶ୍ରୀ ମିଶ୍ର ଅନୁରୋଧ କରିଥିଲେ । ସମସ୍ତ ସଭ୍ୟଙ୍କ ମତାମତ କୁ ନେଇ କାର୍ଯ୍ୟସାରିଣୀରେ କିଛି ପରିବର୍ତ୍ତନ କରିବା ପରେ ଏହା ସର୍ବସମ୍ମତିକ୍ରମେ ଗୃହିତ ହୋଇଥିଲା । ଗୃହିତ କାର୍ଯ୍ୟକାରିଣୀ ଅନୁଯାୟୀ ସଂଘର କର୍ମକର୍ତ୍ତା ଓ କାର୍ଯ୍ୟକାରିଣୀ ସଭ୍ୟ ନିର୍ବାଚିତ ହୋଇଥିଲେ । ସଂଘ ସଭାପତି ଭାବରେ ରାମଚନ୍ଦ୍ର ମେହେର, ଉପ-ସଭାପତି ଶ୍ରୀମନ୍ତ ପଣ୍ଡା, ସଂପାଦକ ପୁଲିନ ମିଶ୍ର, ଯୁଗ୍ମ ସଂପାଦକ ପବନ ବେହେରା, କେ. ରମନ୍ନା, କୋଷାଧ୍ୟକ୍ଷ ଦେବାଶିଷ ମିଶ୍ର ଓ କାର୍ଯ୍ୟକାରିଣୀ ସଭ୍ୟ ଭାବେ ରାଧା ଗୋବିନ୍ଦ ଷଡଙ୍ଗି, ସିର୍ଦ୍ଦାର୍ଥ ପଣ୍ଡା, ରାଜ କିଶୋର ବେହେରା, ଦେବାନନ୍ଦ ମେହେର, ବିକାଶ ପାଢି, ଚିନ୍ମୟ ମିଶ୍ର, ସମିର ପଣ୍ଡା ନିର୍ବାଚିତ ହୋଇଥିଲେ ।  ସରକାରଙ୍କ ଖୋର୍ଦ୍ଧା - ବଲାଙ୍ଗିର ରେଳପଥରେ ଶିଥିଳତା, ବଲାଙ୍ଗିର ସହରର କ୍ରମ ବର୍ଦ୍ଦିଷ୍ଣୁ ଅପରାଧୀକ କାର୍ଯ୍ୟକଳାପ ଓ ଭୀମଭୋଇ ମେଡିକାଲ କଲେଜରେ ଆନୁସଙ୍ଗିକ ଭିତ୍ତିଭୂମିର

ଅଭାବ ନେଇ ସମସ୍ତ ସଭ୍ୟ ଉଦ୍‌ବେଗ ପ୍ରକାଶ କରିଥିଲେ ଓ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଏହା ଉପରେ ଅତିଶିଘ୍ର ଧ୍ୟାନ ଦେବାକୁ ଦାବି କରିଥିଲେ । ଶେଷରେ ଶ୍ରୀ ପଣ୍ଡା ଯୋଗ ଦେଇଥିବା ସମସ୍ତ ମାଲିକମାନଙ୍କୁ ଧନ୍ୟବାଦ ଜ୍ଞାପନ ଦେଇଥିଲେ ଓ ଯେଉଁମାନେ ଯୋଗ ଦେଇ ନାହାନ୍ତି ଆଗାମୀ ଦିନରେ ଯୋଗଦାନ କରି ତାଙ୍କର ସୁଚିନ୍ତତ ମତାମତ ଉପସ୍ଥାପନ କରି ସଂଘକୁ ଏକ ଶକ୍ତିଶାଳି ସଂଘରେ ପରିଣତ କରିବାକୁ ଆହ୍ୱାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like