-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଦରପନ ମହୋତ୍ସବ ଉଦଯାପିତ ଭିନ୍ନ ସ୍ୱାଦର କବିତା ପରେ ସମ୍ବର୍ଦ୍ଧନା ଥିଲା ମୁଖ୍ୟ ଆକର୍ଷଣ

10-Oct-2022



ବରଗଡ(ନିରଞ୍ଜନ ତ୍ରିପାଠୀ): ବରଗଡ ଜିଲ୍ଲା ସଦରମହକୁମା ସ୍ଥିତ ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟରେ ଗୋପବନ୍ଧୁ ସାହିତ୍ୟ ସଂସଦ ଓ ପଶ୍ଚିମ ଓଡ଼ିଶା କବି କୁଟୁମ୍ ଆନୁକୂଲ୍ୟରେ ଦରପନ୍ ମହୋତ୍ସବ-୨୦୨୨ ତଥା   ରାଜ୍ୟସ୍ତରୀୟ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଅଧିବେଶନରେ ଡକ୍ଟର ଲକ୍ଷ୍ମଣ ସାହୁଙ୍କ ସଭାପତିତ୍ବରେ ସଭାକୁ ସଂଯୋଜନା କରିଥିଲେ ଶ୍ରୀମତୀ ସୁଦ୍ରୁମା ପଣ୍ଡା। ସୁଶ୍ରୀ ଅରୀଷ୍ମା ଆଚାର୍ଯ୍ୟ ପ୍ରାରମ୍ଭିକ ସମଲେଇ ଭଜନ ଗାନ କରିଥିଲେ । ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଡକ୍ଟର ସଂଗ୍ରାମ କେଶରୀ ସାମନ୍ତରାୟ ସାହିତ୍ୟର ଉହ୍ୟ ଦିଗ ପ୍ରତି ଆଲୋକପାତ କରିଥିଲେ। ସମ୍ମାନିତ ବକ୍ତା ବ୍ୟଙ୍ଗ ସାହିତ୍ୟର ଭୀଷ୍ମ ପିତାମହ ଶ୍ରୀଯୁକ୍ତ ମନୋରଞ୍ଜନ ସାହୁ ସମାଜର ବିଭିନ୍ନ ଦିଗ ପ୍ରତି କଟାକ୍ଷପାତ କରିଥିଲେ । ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ ଶ୍ରୀମତି ନୁରାବତୀ ସାହୁ ଓ ଶ୍ରୀମତୀ ମାଧୁରୀ ମିଶ୍ର । ସମସ୍ତ ଉପସ୍ଥିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ ଶ୍ରୀମାନ ଦୈତାରୀ ବିଶ୍ବାଳ । ଅନୁଷ୍ଠାନର ସଂପାଦକ ଶ୍ରୀଯୁକ୍ତ ବଟକୃଷ୍ଣ ସାହୁ ସଂପାଦକୀୟ ବିବରଣୀ ପାଠ କରିଥିଲେ । ମଞ୍ଚାସୀନ ଅତିଥିମାନଙ୍କ ଦ୍ବାରା ଏହି  ଉତ୍ସବ ଆନୁକୁଲ୍ୟରେ ଶ୍ରୀମାନ୍ ଲକ୍ଷ୍ମୀନାରାୟଣ ପଣ୍ଡାଙ୍କ ପୁସ୍ତକ "ମନ ବଇଁଶୀର ସ୍ବର" ଏବଂ ଗୋପବନ୍ଧୁ ସାହିତ୍ୟ ସଂସଦର ବାର୍ଷିକ ପତ୍ରିକା ସମିଆର୍ "ଦରପନ୍" ଉନ୍ମୋଚନ ହୋଇଥିଲା । ଦ୍ୱିତୀୟ ଅଧିବେଶନରେ ପଶ୍ଚିମ୍ ଓଡ଼ିଶା କବି କୁଟୁମ୍ ର ସଭାପତି ଶ୍ରୀମାନ୍ କନିଷ୍ଠ କିଶୋର ସାହୁଙ୍କ ସଭାପତିତ୍ବରେ ତଥା ଶ୍ରୀଯୁକ୍ତ ଦୈତାରୀ ବିଶ୍ବାଳ ଏବଂ ଶ୍ରୀମତୀ ସ୍ଵର୍ଣ୍ଣକାନ୍ତୀ ପତିଙ୍କ

ସଂଯୋଜନାରେ ଏକ ଭବ୍ୟ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଲେଖକ ଓ କବିବୃନ୍ଦ ସ୍ବରଚିତ କବିତାମାନ ପାଠ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀମାନ୍ ଅଶୋକ କୁମାର ପଣ୍ଡା, ମୁଖ୍ୟ ବକ୍ତା ଭାବରେ ଶ୍ରୀମାନ୍ ଭିକାରୀ ଚରଣ ପଧାନ ଏବଂ ସମ୍ମାନିତ ଅତିଥି ଭାବେ ଶ୍ରୀମାନ୍ ସରୋଜ କୁମାର ଆଚାର୍ଯ୍ୟ ଯୋଗଦାନ କରିଥିଲେ । ସଂସଦର ସଂଯୋଜକ ଶ୍ରୀଯୁକ୍ତ ଜଗନ୍ନାଥ ପଧାନ ସମ୍ବର୍ଦ୍ଧନା ଉତ୍ସବକୁ ପରିଚାଳନା କରିଥିଲେ । ଏଥିରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲେଖକ ଲେଖିକା  କବି କବୟିତ୍ରୀ ଏବଂ କଳାକାରମାନଙ୍କୁ ଦରପନ୍ ସାହିତ୍ୟ ସମ୍ମାନ, ଦରପନ୍ ଜ୍ୟୋତି ସମ୍ମାନ, ଦୟାନିଧି ମିଶ୍ର ସାହିତ୍ୟ ସମ୍ମାନ ଏବଂ ଦରପନ୍ କଳା ସାହିତ୍ୟ ସମ୍ମାନ ପ୍ରଦାନ କରାଯାଇଥିଲା। ଶେଷରେ ଶ୍ରୀଯୁକ୍ତ ରମଣୀ ରଞ୍ଜନ ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like