-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀରେ ଗଜଲକ୍ଷ୍ମୀ ପୂଜା

10-Oct-2022



ବୀରମହାରାଜପୁର ( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଠାରେ ସୋମବାର ମାଁ' ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଯାଇଛି।‌  ବିଗତ ଦୁଇ ବର୍ଷ କୋଭିଡ କଟକଣା ଯୋଗୁଁ ପୂଜା କାର୍ଯ୍ୟ ସୀମିତ ରହିଥିବା ବେଳେ  ଚଲିତ ବର୍ଷ ବେଶ ଧୁମଧାମରେ ପାଳିତ ହୋଇଯାଇଛି। ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା ୪୦ ବର୍ଷ ରେ ପଦାର୍ପଣ କରିଥିବା ବେଳେ ଆଜି ଠାରୁ ଆଠ ଦିନ ଧରି ରୀତିନୀତି ଅନୁସାରେ ମାଁ' ଙ୍କର ପୂଜା କାର୍ଯ୍ୟ ଚାଲିବ।  ଏଥିରେ ପୂଜକ ପଣ୍ଡିତ ସଚ୍ଚିଦାନନ୍ଦ ପଣ୍ଡା ଓ ପଣ୍ଡିତ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଉଛନ୍ତି।  କିରେଶ୍ଵର ସାହୁ ଓ ଧର୍ମପତ୍ନୀ ସନ୍ତୋଷିନୀ ସାହୁ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି।  ସେହିପରି ହନୁମାନ ମଣ୍ଡପ ଠାରେ ପୂଜକ ବନମାଳୀ ଚାନ୍ଦ ପୂଜା କାର୍ଯ୍ୟ ତୁଲାଉଛନ୍ତି। ଏଥିରେ ପଦ୍ମନାଭ ସାହୁ ଓ ପୂର୍ଣ୍ଣିମା ସାହୁ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ଏହି ଅବସରରେ ଅବସରରେ ନବାହ ପାରାୟଣ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟାସ ଭାବେ ଅଜିତ କୁମାର ଦାସ ପୁରାଣ ପଠନ କରୁଥିବା ବେଳେ ପୂଜକ ପ୍ରଦୀପ କୁମାର ରଥ ପୂଜା କାର୍ଯ୍ୟ ତୁଲାଉଛନ୍ତି। ଏଥିରେ ସନ୍ତୋଷ ସମର୍ଥ ଓ ଧର୍ମପତ୍ନୀ ବାସନ୍ତୀ ସମର୍ଥ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ମାଁ' ଙ୍କ ଠାରେ ପ୍ରସାଦ ଭୋଗ ଅର୍ପଣ ପରେ ସମସ୍ତେ ବ୍ରତଧାରି ତଥା ସମସ୍ତ ଭକ୍ତଙ୍କୁ ନେଇ ହରିହାଟ ହୋଇଛି।  ଏଥିରେ ଲବ କୁମାର ସାହୁ ପୂଜା କମିଟିର ସଭାପତି,  ଉପଦେଷ୍ଟା ରାଜଗୋପାଳ ପାଣିଗ୍ରାହୀ ଓ କୁଶ କୁମାର ସାହୁ,  ଉପ ସଭାପତି କୁଶ କୁମାର ସାହୁ, ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ମନୋଜ ନାଏକ, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, ପଦ୍ମନାଭ ପ୍ରଧାନ, ‌ସନ୍ତୋଷ ସମର୍ଥ, ଆଦିତ୍ୟ ପ୍ରସାଦ ସାହୁ, ସୁନିଲ ପ୍ରଧାନ, ସତ୍ୟବ୍ରତ ଦ୍ବାରୀ, ଲୋକନାଥ ସାହୁ, ଗୋପୀନାଥ ସାହୁ, ଶ୍ୟାମ ନନ୍ଦ, ବଳରାମ ପଧାନ, ସହଦେବ ମହାକୁର, ସୋମ୍ୟରଞ୍ଜନ ରଥ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ସହଯୋଗ କରୁଛନ୍ତି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like