-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ବେଦ ବିଦ୍ୱାନ ସାହିତ୍ୟଦର୍ଶୀ ବ୍ରଜବିହାରୀଙ୍କ ୧୦୩ତମ ଜୟନ୍ତୀ ଓ ବଲାଙ୍ଗୀର ଦିବସ ପାଳିତ 

10-Oct-2022



ବଲାଙ୍ଗୀର, - ସାମାଜିକ ଅନୁଷ୍ଠାନ ନେତାଜୀ ସଂଗ୍ରାମୀ ପରିଷଦ ଆନୁକୂଲ୍ୟରେ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ  ସାହିତ୍ୟଦର୍ଶୀ ବ୍ରଜବିହାରୀଙ୍କ ୧ଠ୩ ତମ ଜୟନ୍ତୀ ଏବଂ ବଲାଙ୍ଗୀର ଦିବସ ପାଳିତ ହୋଇଯାଇଛି । ଏହି ସାରସ୍ୱତ କାର୍ଯ୍ୟକ୍ରମରେ ଅତିଥି ବକ୍ତା ଭାବେ ଶିକ୍ଷାବିତ୍ ସନାତନ ଠାକୁର ଏବଂ ସାହିତ୍ୟିକ ପ୍ରଦୀପ ମିଶ୍ର ବ୍ରଜବିହାରୀଙ୍କ ସାହିତ୍ୟଦର୍ଶନର ବିଭିନ୍ନ ସୋପାନକୁ ଅନୁଶୀଳନ କରିଥିଲେ । ଏହି କାର୍ଯ୍ୟକ୍ରମକୁ  ନେତାଜୀ ସଂଗ୍ରାମୀ ପରିଷଦର ଆବାହକ  ବୀରେନ୍ଦ୍ର କୁମାର ବନ୍‌ଛୋର୍ ସଂଯୋଜନା କରିଥିଲେ । ସଭା ପ୍ରାରମ୍ଭରେ ବ୍ରଜବିହରାୀଙ୍କ ଚିତ୍ରପଟରେ ଅତିଥି ଏବଂ  ଶ୍ରୋତା ସମୂହ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିଥିଲେ । ପରିଷଦର ସଭାପତି ଲକ୍ଷ୍ମୀନାରାୟଣ ପଟ୍ଟନାୟକ ବେଦବିଦ୍ୱାନଙ୍କ ଜୟନ୍ତୀ ଓ ବଲାଙ୍ଗୀର ଦିବସର ଅନୁଚିନ୍ତା ବିଷୟରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉଦିତ ଚନ୍ଦ୍ର ପଣ୍ଡା, ରାଜକିଶୋର ଦାଶ, ଗେ।।ପଲଜୀ ପାଣିଗ୍ରାହୀ, ବଲାଙ୍ଗୀର ମୁସଲମାନ ସଂପ୍ରଦାୟର ସାମାଜିକ ଅନୁଷ୍ଠାନ ଖିଦ୍‌ମତେ ରସୁଲ୍ ର କର୍ମକର୍ତ୍ତା ସମୂହ, ରାମଶଙ୍କର ଶତପଥୀ,  କୁନୁ ପଣ୍ଡା, ଅଶ୍ୱିନୀ ପଟେଲ, ଜଗମୋହନ ପଟ୍ଟନାୟକ, ସଂଜୟ ଭୋଇ, ନାରାୟଣ ଆଚାର୍ଯ୍ୟ, ସ୍ମାଇଲ୍ ଫର୍ ଅଲ୍ ର ସଂଜୀବ ସାହୁ, ସାମ୍ବାଦିକ ରଘୁ ନନ୍ଦନ ସିଂହ, ସଂଦୀପ କୁଅଁର ପ୍ରମୁଖ ବହୁ ସାହିତ୍ୟିକ, ବୁଦ୍ଧିଜୀବୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଦାର୍ଶନିକ ବ୍ରଜବିହରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଶେଷରେ ପରିଷଦର ଅନ୍ୟତମ ସଭ୍ୟ ମୋହନ ଗୋପାଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।୍ର ବ୍ରଜବିହାରୀଙ୍କ ପାଣ୍ଡୁଲିପିରୁ ଏକ ଅମୂଲ୍ୟ ସାହିତ୍ୟକୁ ନେତାଜୀ ସଂଗ୍ରାମୀ ପରିଷଦ ତରଫରୁ  ମୂଦ୍ରଣ  କରିବାକ ୁଶ୍ରୋତା ମହଲରେ ମତପ୍ରକାଶ ପାଇଥିଲା । 


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like