-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ପରିବେଶରେ ଅମ୍ଳଜାନ ବୃଦ୍ଧି ପାଇଁ ଏକ ମାତ୍ର ବିକଳ୍ପ ବୃକ୍ଷରୋପଣ ଶିକ୍ଷୟିତ୍ରୀ ଙ୍କ ଚାରା ରୋପଣ

10-Oct-2022



ବରଗଡ:- ଉତ୍କଳମଣି ଗୋପନ୍ଧୁଙ୍କ ୧୪୫ ତମ  ଜୟନ୍ତୀ ଅବସରରେ ଅତାବିରା ବ୍ଲକ ଟାଙ୍ଗରପାଲି  ଶlନ୍ତିବନ ଗୁରୁକୂଳ ଆଶ୍ରମ ତଥା  ରାସ୍ତା କଡ଼ରେ  ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ,ଟୋପ ର ବିଜ୍ଞାନ ଶିକ୍ଷୟିତ୍ରୀ ତଥା ପ୍ରକୃତି ବନ୍ଧୁ ଶ୍ରୀମତୀ ଅନୁସୁୟା ଦେବତା ଚାରାରୋପଣ  କରିଛନ୍ତି।  ସାମ୍ପ୍ରତିକ ପରିସ୍ଥିତିରେ  ସମାଜକୁ ସୁସ୍ଥ ରଖିବା  ପାଇଁ ସର୍ବୋତ୍କୃଷ୍ଟ ବ୍ୟବସ୍ଥା  ହେଉଛି ଲୋକଙ୍କୁ ସଚେତନ କରିବା ଓ ବୃକ୍ଷ ରୋପଣ କରିବା । କରୋନା ମହାମାରୀ ସମୟରେ  ଅନେକ ଲୋକଙ୍କ ଅମୂଲ୍ୟ ଜୀବନ  ଅମ୍ଳଜାନ  ଅଭାବରୁ ଚାଲିଯାଇଛି । ତେଣୁ ପରିବେଶରେ ଅମ୍ଳଜାନ ର ପରିମାଣ କୁ ବୃଦ୍ଧି କରିବାକୁ ହେଲେ ବୃକ୍ଷ ରୋପଣ ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ  ବୋଲି  ସେ କହନ୍ତି। ଏହା ବ୍ୟତୀତ ଗୋପବନ୍ଧୁ ଙ୍କ ଆଦର୍ଶ ନୀତି ଓ ନିଃସ୍ଵାର୍ଥପର ମାନବ ସେବା ରେ ଅନୁପ୍ରାଣିତ ହୋଇ ନିଜ ଜୀବନରେ ତାର କିଛି ପ୍ରତିଫଳନ ସୃଷ୍ଟି କରିବା ପାଇଁ ଆଜି ସେ ଏହି ବୃକ୍ଷ ରୋପଣ କରିଥିବା ସେ କହିଛନ୍ତି । ପ୍ରତି ବର୍ଷ ସେ ଏହି ଅବସରରେ ବୃକ୍ଷ ରୋପଣ କରିଥାନ୍ତି ।  ୨୦ ଟି ଅନେକ  ପ୍ରକାର ଫୁଲ  ଚାରା ସହ  କୃଷ୍ଣ ଚୂଡା,ନିମ୍ବ ଆଦି ଚାରା  ରୋପଣ କରି  ସେ ଜନସାଧାରଣଙ୍କୁ  ବାର୍ତ୍ତା  ଦେଇଛନ୍ତି  "ବୃକ୍ଷ ହିଁ ଜୀବନ  " ବୃକ୍ଷ ରୁ   ଅମ୍ଳଜାନ "। ଏହି ଚାରା ରୋପଣ କରିବା ସହ ସେ ଗୋପବନ୍ଧୁ ଙ୍କ ଏକ ବାଣୀ  କୁ ଜନମାନସରେ ପ୍ରତିଫଳିତ କରିବାର ପ୍ରୟାସ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like