-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : ୧ ଗୋଟି ଅଭିଯୋଗର ତୁରନ୍ତ ସମାଧାନ :

10-Oct-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଳାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ 0୬ ଗୋଟି ଓ ସାମୁହିକ ଦରଖାସ୍ତ 0୯ ଗୋଟି  ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୪ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି lପ୍ରାପ୍ତ ଦରଖାସ୍ତ ମଧ୍ୟରେ ୨ ଗୋଟି ଦରଖାସ୍ତ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଗ୍ରହଣ କରାଯାଇଛି l ବିଡିଓ, ତରଭା ଶ୍ରୀ ବିନୟ କୁମାର ପଟେଲଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଳା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ - ଶ୍ରୀ ପ୍ରଫୁଲ୍ଲ କୁଜୁର, ଉପଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବିଭିନ୍ନ ଜିଲ୍ଳାସ୍ତରୀୟ ଅଧିକାରୀ,ଅତିରିକ୍ତ

ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l  ପ୍ରାପ୍ତ ଦରଖାସ୍ତ ମଧ୍ୟରେ ୮ ଗୋଟି ସି ଏମ ଆର ଏଫ ନିମନ୍ତେ ଗ୍ରହଣ କରାଯାଇଛି l ଯୁଗ୍ମ ଅଭିଯୋଗ  ଶିବିର ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ,ନୂତନ ଗଠିତ ଜରାଜାରିଙ୍ଗ ଗ୍ରାମ ପଞ୍ଚାୟତ ର ନୂତନ ପଞ୍ଚାୟତ କାର୍ଯ୍ୟାଳୟ କୋଠା ତଥା କାର୍ଯ୍ୟାଳୟ ନିମନ୍ତେ ସ୍ବେଛାକୃତ ଭାବେ ବଦନ୍ୟତାର ସହ ସରପଞ୍ଚ ଜରାଜାରିଙ୍ଗ ଶ୍ରୀ ସଦା ପାତ୍ର ଭୂମି ପ୍ରଦାନ କରିଥିବା ହେତୁ ବ୍ଲକ ପ୍ରଶାସନ ତରଫରୁ ସମ୍ବର୍ଦ୍ଧିତ କରିଥିଲେ l ପରେ ପରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ଆରକ୍ଷୀ ଅଧିକ୍ଷକ  ପଣ୍ଡା,ତଥା ବି ଡି ଓ ତରଭା, ଜିଲ୍ଳା ଶିକ୍ଷା ଅଧିକାରୀ ପ୍ରମୁଖ ପୁଆ ଗ୍ରାମ ପଞ୍ଚାୟତ ନିର୍ମାଣଧୀନ ଅମୃତ ସରୋବର ତଥା ଆଦର୍ଶ ପୋଖରୀ, ରାଣୀସର୍ଡ଼l ଗ୍ରାମ ପଞ୍ଚାୟତର ରାଣୀସର୍ଡ଼l 5T ରୂପାନ୍ତରଣ ଉଚ୍ଚ ବିଦ୍ୟାଳୟ ଓ ଦେଉଳପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦେଉଳପଦର 5T ରୂପାନ୍ତରଣ ଉଚ୍ଚ ବିଦ୍ୟାଳୟର ନିର୍ମାଣଧୀନ କାର୍ଯ୍ୟ ଅଗ୍ରଗତି ର ପରିଦର୍ଶନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like